Posted inଜାତୀୟ

ଗୁଜରାଟର ୧୭ ଜେଲରେ ସାରା ରାତି ଚଢାଉ, କିଛି ମୋବାଇଲ ଫୋନ ଜବତ

ଗାନ୍ଧିନଗର,୨୫ ।୩: ସାବରମତି ସମେତ ଗୁଜରାଟର ୧୭ ଜେଲରେ ଶୁକ୍ରବାର-ଶନିବାର ମଧ୍ୟ ରାତିରେ ଚଢାଉ କରାଯାଇଛି । ଏସବୁ ଜିଲାରୁ କିଛି ମୋବାଇଲ ଫୋନ ଜବତ କରାଯାଇଛି । ଗୃହମନ୍ତ୍ରୀ ହର୍ଷ ସଂଘବି କଂଣ୍ଟ୍ରୋଲ ରୁମରୁ ଚଢାଉର ଲାଇଭ ମନିଟରିଂ କରିଛନ୍ତି । ସାବରମତି ଜେଲରେ ହିଁ ଆତିକ ଅହମଦ ବନ୍ଦ ରହିଛନ୍ତି । ରେଡ ପଛର କାରଣ ହେଉଛି ବେଆଇନ କାମର ପର୍ଦ୍ଦାଫାଶ କରିବା । ଏହାସହ ନିୟମ ଅନୁଯାୟୀ, କଏଦୀଙ୍କୁ ଉଚିତ ବ୍ୟବସ୍ଥା ମିଳୁଛି ନା ନାହିଁ ତାହା ମଧ୍ୟ ନଜର କରିବା । ଏହି ସୂଚନା ଗୁଜରାଟର ଡିଜିପି ବିକାଶ ସହାୟ ଦେଇଛନ୍ତି ।
ସମାଚାର ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, ସାରା ରାତି ୧୭୦୦ ପୋଲିସକର୍ମୀ ସାବରମତି ସମେତ ଗୁଜରାଟର ୧୭ ଜେଲରେ ରେଡ କରିଛନ୍ତି । ଜେଲରୁ କିଛି ମୋବାଇଲ ଫୋନ ଜବତ କରାଯାଇଛି । ଏହି ଚଢାଉର ମନିଟରିଂ ଗୃହମନ୍ତ୍ରୀ ହର୍ଷ ସାଂଘବି କରିଛନ୍ତି । ଏହାସହ ଗୃହ ବିଭାଗର ବରିଷ୍ଠ ଅଧିକାରୀ ଓ ପୋଲିସ ଭବନରେ ବରିଷ୍ଠ ପୋଲିସ ଅଧିକାରୀ କରିଛନ୍ତି । ପୋଲିସର ସୂଚନା ଅନୁଯାୟୀ, ରେଡ ଶନିବାର ସକାଳ ଅର୍ଥାତ୍ ୨୫ ମାର୍ଚ୍ଚ ପର୍ଯ୍ୟନ୍ତ ଜାରି ରହିଥିଲା ।
ଡିଜିପି ବିକାଶ ସହାୟ କହିଛନ୍ତି, ଏହି ଚଢାଉରେ ସ୍ନିପର ଡଗ ବି ସାମିଲ ହୋଇଛନ୍ତି ଓ ସମ୍ପୂର୍ଣ୍ଣ ଚଢାଉର ରେକର୍ଡିଂ ବି କରାଯାଉଛି । ଏହାର ଲାଇଭ ଟେଲିକାଷ୍ଟ ଆମେ ଗାନ୍ଧିନରର ଷ୍ଟେଟ କଣ୍ଟ୍ରୋଲ ରୁମରେ ବି ଦେଖିପାରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri