Posted inଜାତୀୟ

ଗୁଜରାଟ ଜୁନାଗଡ଼ରେ ଭାଙ୍ଗିଲା ଦୁଇ ମହଲା ଘର, ଅନେକ ଲୋକ ଦବି ହୋଇଥିବା ଆଶଙ୍କା

ଜୁନାଗଡ଼,୨୪।୭: ଗୁଜରାଟରେ ଲଗାଣ ବର୍ଷା ଗୋଟିଏ ପରେ ଗୋଟିଏ ବିପଦ ସୃଷ୍ଟି କରି ଚାଲିଛି। ଏବେ ପର୍ଯ୍ୟନ୍ତ ଏହି ବର୍ଷାରେ ବହୁ ପରିମାଣରେ ଧନ ଜୀବନ କ୍ଷୟକ୍ଷତି ହେଲାଣି। ଇତିମଧ୍ୟରେ ଗୁଜରାଟର ଜୁନାଗଡ଼ରେ ଏକ ବଡ ଦୁର୍ଘଟଣା ଘଟିଛି। ଜୁନାଗଡ଼ରେ ଏକ ଦୁଇ ମହଲା କୋଠା ଭୁଷୁଡି ପଡିବାରୁ ଏହାତଳେ ବେହୁ ଲୋକ ଚାପିହୋଇ ରହିଥିବା ଆଶଙ୍କା କରାଯାଉଛି।

ଏହି ଦୁର୍ଘଟଣା ଜୁନାଗଡର ଦତ୍ତର ରୋଡରେ ଘଟିଛି। ଏଠାରେ ଏକ ଜରାଜିର୍ଣ୍ଣ ଘର ଭୁଶୁଡି ପଡିଛି, ଯେଉଁଥିରେ ୪ ଜଣ ଦବି ହୋଇ ରିଂଥିବା ଅନୁମାନ କରାଯାଉଛି। ତେବେ ଭୁଷୁଡିଥିବା ଘର ତଳେ ପନିପରିବା ଦୋକାନ ଥିବାରୁ ଆହୁରି ଅଧିକ ଲୋକ ଚାପି ହୋଇ ରହିଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି। ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି। ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ ଉ ଉଦ୍ଧାରକାରୀ ଦଳ ଭଙ୍ଗା କୋଠା ତଳେ ପୋତି ହୋଇଥିବା ଲୋକଙ୍କୁ ବାହାର କରିବାରେ ନିୟୋଜିତ ଅଛନ୍ତି। ସୂଚନା ପାଇବା ମାତ୍ରେ ପ୍ରଶାସନ ଏବଂ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିବା କାମ ଆରମ୍ଭ କରିଛନ୍ତି। ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ଲୋକ ମଧ୍ୟ ସାହାଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୫।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri