Posted inଜାତୀୟ

ଗୁଜରାଟର ଛଅ ନଗର ନିଗମ ପାଇଁ ମତଦାନ ଜାରି: ପରିବାର ସହ ଯାଇ ଭୋଟ ଦେଲେ ଶାହା

ଅହମଦାବାଦ,୨୧ ।୨: ଗୁଜରାଟର ଅହମଦାବାଦ, ସୁରଟ, ବଡୋଦରା, ଭାବନଗର, ଜାମନଗର ଓ ରାଜକୋଟ ନଗର ନିଗମ ପାଇଁ ରବିବାର ଭୋଟ ଗ୍ରହଣ କରାଯାଉଛି । ଏହି ନିର୍ବାଚନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନିଙ୍କ ପାଇଁ ଏକ ପରୀକ୍ଷାର ସମୟ ବୋଲି କୁହାଯାଉଛି । କାରଣ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଫଳାଫଳ କାହା ସପକ୍ଷରେ ଯିବ ତାହା ଏଥିରୁ କିଛି ପରିମାଣରେ ଜଣାପଡିବ ବୋଲି କୁହାଯାଉଛି । ଏହି ନଗର ନିଗମ ନିର୍ବାଚନ ପାଇଁ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ତାଙ୍କ ପରିବାର ସଦସ୍ୟଙ୍କ ସହ ଯାଇଁ ଭୋଟ ଦେଇଛନ୍ତି । ସେ ଅହମଦାବାଦର ନାରନପୁର ସବଜୋନାଲ କାର୍ଯ୍ୟାଳୟରେ ଭୋଟ ଦେଇଛନ୍ତି । ଗୁଜରାଟ ମୁଖ୍ୟମନ୍ତ୍ରୀ ରୂପାନୀ ତାଙ୍କ ହୋମ ଟାଉନ ରାଜକୋଟରେ ଅନିଲ ଜ୍ଞାନ ମନ୍ଦିର ସ୍କୁଲରେ ପିପିଇ କିଟ୍ ପିନ୍ଧି ଭୋଟ ଦେବେ ବୋଲି ସୂଚନା ମିଳିଛି । ତେବେ କରୋନାରେ ପୀଡ଼ିତ ବା ଆଇସୋଲେଶନରେ ଥିବା ଭୋଟର ଶେଷ ଘଣ୍ଟାରେ ଭୋଟ ଦେବେ ବୋଲି ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ

ନୂଆଦିଲ୍ଲୀ, ୨୧।୫: ଟିଆରଏ ରିସର୍ଚ୍ଚ ପକ୍ଷରୁ ଭାରତର ସବୁଠାରୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ ପାଇଛି। ଖେଳ, ସିନେମା ଏବଂ ବିଜନେସ୍‌ର ୩୯ଜଣ ସେଲିବ୍ରିଟି ଏହି...

ଧ୍ୟାନ ଦିଅନ୍ତୁ : କୋଓ୍ବିନ ପଠାଇବ କୋଡ୍‌

ନୂଆଦିଲ୍ଲୀ, ୭ା୫ : କୋଭିଡ୍‌-୧୯ ଟିକା ପାଇଁ ରେଜିଷ୍ଟ୍ରେଶନ ବେଳେ ହେଉଥିବା ଅସୁବିଧାକୁ କମ୍‌ କରିବାକୁ କୋଓ୍ବିନ ସିଷ୍ଟମରେ ସାମିଲ ହେବାକୁ ଯାଉଛି ନୂଆ ଫିଚର।...

ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ: ଲୋକଙ୍କ ନିକଟକୁ ଯାଅ,ସରକାରୀ ଯୋଜନା ବିଷୟରେ ବୁଝାଅ

ନୂଆଦିଲ୍ଲୀ,୩୦।୧: ଲୋକଙ୍କ ନିକଟକୁ ଯାଇ ସରକାରୀ ଯୋଜନା ବିଷୟରେ ବୁଝାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସରକାରର ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସଂସଦର ବଜେଟ...

ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନାକୁ ଝଟ୍‌କା: ୨ ଶହ କର୍ମକର୍ତ୍ତା ଦେଲେ ଇସ୍ତଫା

ମୁମ୍ବାଇ,୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନାକୁ ବଡ଼ ଝଟ୍‌କା ଲାଗିଛି। ଦଳର ନଭୀ ମୁମ୍ବାଇ ଅଞ୍ଚଳର ୨ ଶହ କର୍ମକର୍ତ୍ତା ଇସ୍ତଫା ଦେଇଛନ୍ତି। ଇସ୍ତଫା...

ଲକ୍‌ଡାଉନ୍‌ରେ ଘରେ ରହିବାକୁ ଲୋକଙ୍କୁ ବୁଝାଉଛନ୍ତି ଯମରାଜ: ବାହାରେ ବୁଲିଲେ ବାନ୍ଧିନେବ ମୃତ୍ୟୁଦୂତ !

ହାଇଦ୍ରାବାଦ୍‌ ,୨।୪: ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ସଚେତନତା ଅଭାବରୁ ବହୁ ଲୋକ ଏହାକୁ...

୮ଦିନିଆ ରିମାଣ୍ଡରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ

ଚଣ୍ଡିଗଡ଼,୨୮।୬: ପଞ୍ଜାବର ପ୍ରସିଦ୍ଧ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ମଙ୍ଗଳବାର ଅମୃତଶର କୋର୍ଟରେ ହାଜର କରାଯାଇଥିଲା। କୌଣସି ଅପ୍ରିତିକର ପରିସ୍ଥିତି...

ଦିଲ୍ଲୀରେ ଟିକା ନେବାର କିଛି ଘଣ୍ଟା ପରେ ୫୧ ଅସୁସ୍ଥ ଜଣେ ଗୁରୁତର

ନୂଆଦିଲ୍ଲୀ,୧୭।୧: ଭାରତରେ ଶନିବାରଠାରୁ ସାର୍ବଜନୀକ କରୋନା ପ୍ରତିଷେଧକ ଟିକାକରଣ ଆରମ୍ଭ ହୋଇଛି। ଟିକା ନେବାର କିଛି ଘଣ୍ଟା ପରେ ଦିଲ୍ଲୀରେ ୫୧ ଜଣଙ୍କଠାରେ ଆଲର୍ଜି ଦେଖା...

ଏନ୍‌ଡିଏକୁ ବହୁମତ

ନୂଆଦିଲ୍ଲୀ,୨୦।୫(ଆଇଏଏନ୍‌ଏସ୍‌): ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବାକୁ ଯାଉଛି। ଏହି କ୍ଷମତାସୀନ ମେଣ୍ଟକୁ...

Advertisement
Archives

Model This Week