Posted inଜାତୀୟ

ମୋରବି ଘଟଣାକୁ ନେଇ ଗୁଜରାଟରେ ନଭେମ୍ବର ୨ରେ ରାଜକୀୟ ଶୋକ, ଏବେ ପର୍ଯ୍ୟନ୍ତ ୧୩୪ ମୃତ

ମୋରବି,୧ ।୧୧: ଗୁଜରାଟର ମୋରବି ଜିଲାରେ ରବିବାର ହୋଇଥିବା ପୋଲ ଦୁର୍ଘଟଣାରେ ନଭେମ୍ବର ୨ରେ ସାରା ରାଜ୍ୟରେ ରାଜକୀୟ ଶୋକ ଘୋଷଣା କରାଯାଇଛି । ସୋମବାର ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ ପଟେଲଙ୍କ ସହ ହୋଇଥିବା ବୈଠକରେ ଏହି ଘୋଷଣା କରାଯାଇଛି । ଏହି ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୧୩୪ ଜଣଙ୍କ ମୃତ୍ୟୁ ହୋଇଥିବା ପ୍ରକାଶ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାର ସ୍ଥିତି ସମିକ୍ଷା କରିବାକୁ ଉଚ୍ଚ ସ୍ତରୀୟ ବୈଠକ ଡକାଇଥିଲେ ।
ବୈଠକରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ. ଗୃହ ରାଜ୍ୟମନ୍ତ୍ରୀ ହର୍ଷ ସଂଘବି, ଗୁଜରାଟର ମୁଖ୍ୟ ସଚିବ, ଡିଜିପିଙ୍କ ସହ ଅନ୍ୟ କେତେଜଣ ଶୀର୍ଷ ଅଧିକାରୀ ଯୋଗ ଦେଇଥିଲେ । ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ଟୁଇଟ କରି ରାଜକୀୟ ଶୋକ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ ତାଙ୍କ ଟୁଇଟରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ଗାନ୍ଧିନଗରରେ ରାଜଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି । ଏହି ବୈଠକରେ ମୋରବି ପୋଲ ଦୁର୍ଘଟଣାରେ ମୃତକଙ୍କ ପାଇଁ ନଭେମ୍ବର ୨ରେ ଗୁଜରାଟରେ ରାଜ୍ୟ ବ୍ୟାପି ଶୋକ ପାଳନ କରିବାର ନିଷ୍ପତ୍ତି ନିଆଯାଇଛି । ଏହିଦିନ ରାଜ୍ୟରେ ସରକାରୀ ଭବନରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ଓ କୌଣଓି ସମାରୋହ, ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜିତ ହେବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri