Posted inଜାତୀୟ

କଂଗ୍ରେସ ନେତାଙ୍କ ବିବାଦୀୟ ବୟାନ, କହିଲେ ଦେଶକୁ କେବଳ ମୁସଲମାନ ହିଁ ବଞ୍ଚାଇ ପାରିବେ

ନୂଆଦିଲ୍ଲୀ,୨୦ ।୧୧: ଗୁଜରାଟ ନିର୍ବାଚନ ପାଇଁ ପ୍ରଚର ଯୋରସୋରରେ ଚାଲିଛି । ନେତାମାନଙ୍କ ଆରୋପ ପ୍ରତ୍ୟାରୋପ ଜାରି ରହିଛି । ଏହି ସମୟରେ ଜଣେ କଂଗ୍ରେସ ନେତା ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ । ସେ କହିଛନ୍ତି ଦେଶକୁ କେବଳ ମୁସଲମାନ ବଞ୍ଚାଇ ପାରିବେ । ସିଦ୍ଧପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥି ଥିବା ଚନ୍ଦନ ଠାକୋରଙ୍କ ଏହି ବୟାନକୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଓ ରାଜ୍ୟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଟୁଇଟ କରି କହିଛନ୍ତି, ହାରିବା ଭୟରେ କଂଗ୍ରେସ ପୁଣିଥରେ ସଂଖାଲଘୁ ପୁଷ୍ଟିକରଣର ହୀନ ରାଜନୀତି କରିବା ଆରମ୍ଭ କରିଛି । ହେଲେ କଂଗ୍ରେସ ଏହା ଜାଣି ରଖିବା ଦରକାର ଯେ ସେ ହାରିବା ନିଶ୍ଚିତ ତାକୁ କେହି ବଞ୍ଚାଇ ପାରିବେ ନାହିଁ ।
ସୂଚନାଯୋଗ୍ୟ, ଭେଡିୟୋରେ ଚନ୍ଦନ ଠାକୋର ଗୁଜରାତିରେ ଏକ ଜନସଭାକୁ ସମ୍ବୋଧନ ଦେବା ସମୟରେ କହିଥିଲେ, ଆମେ କିଛି ନୂଆ କରିବାକୁ ସେମାନଙ୍କୁ (ଭାଜପା)କୁ ଭୋଟ ଦେଇଥିଲୁ ହେଲେ ସେମାନେ ସମ୍ପୂର୍ଣ୍ଣ ଦେଶକୁ ଧୋକା ଦେଇଦେଲ । ଏବେ ଦେଶକୁ କେବଳ ମୁସଲମାନ ସମାଜ ହିଁ ବଞ୍ଚାଇ ପାରିବ । ଆଉ ମୁସଲମାନ ସମାଜକୁ କେବଳ କଂଗ୍ରେସ ଦଳ ହିଁ ବଞ୍ଚାଇ ପାରିବ । ଏହାର ଗୋଟିଏ ଉଦାହରଣ ଦେଉଛି, ଏନଆରସି ପ୍ରସଙ୍ଗକୁ ନେଇ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ସଡ଼କକୁ ଆସି ଲଢିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri