Posted inଜାତୀୟ

ଗୁଜରାଟ ବିଧାନସଭା ପାଇଁ ଆଜି ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ, ଅହମଦାବାଦରେ ଭୋଟେ ଦେବେ ମୋଦି-ଶାହା

ଅହମଦାବାଦ,୫ ।୧୨: ଗୁଜରାଟ ବିଧାନସଭା ନିର୍ବାଚନର ସୋମବାର ହେଉଛି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ । ଏହି ପର୍ଯ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅହମଦାବାଦରୁ ଭୋଟ ଦେବେ ବୋଲି ଜଣାପଡିଛି । ନିଜ ପୈତୃକ ରାଜ୍ୟକୁ ଆସିଥିବା ମୋଦି ସୋମବାର ସକାଳେ ଅହମଦାବାଦର ନିଶାନ ସ୍କୁଲରେ ଭୋଟ ଦେବେ । ଏହା ପୂର୍ବରୁ ରବିବାର ମୋଦି ତାଙ୍କ ମାଆ ହିରାବେନ ମୋଦିଙ୍କୁ ତାଙ୍କ ଗାନ୍ଧିଗନର ସ୍ଥିତ ବାସଭନରେ ସାକ୍ଷାତ୍ କରିଥିଲେ । ଏହାସହ ପାଦଛୁଇଁ ମାଆଙ୍କ ଆଶୀର୍ବାଦ ବି ନେଇଥିଲେ । କେବଳ ସେତିକି ନୁହେଁ ମାଆଙ୍କ ସହ ମିଶି ଏକାଠି ସନ୍ଧ୍ୟାର ଚା’ ବି ପିଇଥିଲେ ।
ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅହମଦାବାଦରେ ଥିବା ନାରନପୁରର ଅଙ୍କୁରରେ କାମେଶ୍ୱର ମନ୍ଦିର ନିକଟ, ନଗର ନିଗମ ଉପ କ୍ଷେତ୍ରୀୟ କାର୍ଯ୍ୟାଳୟରେ ଭୋଟ ଦେବେ । ଶାହା ସକାଳ ପ୍ରାୟ ୧୦ଟା ୩୦ରେ ମତଦାନ କେନ୍ଦ୍ରରେ ପହଞ୍ଚିଯିବେ ବୋଲି ଅନୁମାନ କରାଯାଉଛି । ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ବି ସୋମବାର ଅହମଦାବାଦର ବୁଥ ନମ୍ବର ୯୫, ଶିଲାଜ ପ୍ରାଇମେରୀ ସ୍କୁଲରେ ଭୋଟ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳେଶ-ମୁଲାୟମ୍‌ଙ୍କୁ ଭେଟିଲେ ନୀତୀଶ

ନୂଆଦିଲ୍ଲୀ,୬।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ଦେଶର ସମସ୍ତ ବଡ଼ ବିରୋଧୀ ଦଳର ନେତାଙ୍କୁ ଭେଟୁଛନ୍ତି।...

ପ୍ରାକ୍ଟିକାଲ ଉତ୍ତର ଖାତାରେ ଭୋଜ୍‌ପୁରୀ ଗୀତ ଲେଖିଲେ ଛାତ୍ର

ପାଟନା,୨୪।୧୦: ପରୀକ୍ଷା ସମୟରେ ଉତ୍ତର ଖାତାରେ ଛାତ୍ରୀଛାତ୍ରମାନେ ଅନେକ ଅଜବ କଥା ଲେଖୁଥିବାର ନଜିର ରହିଛି। କିଏ ଗପ ତ କିଏ ନିଜ କାହାଣୀ ଆଉ...

‘ନ୍ୟାୟପାଳିକାରେ କେନ୍ଦ୍ରର ହସ୍ତକ୍ଷେପ ବିପଜ୍ଜନକ’

ମହୀଶୂର,୨୫ା୧(ଆଇଏଏନ୍‌ଏସ୍‌): ବିଚାରପତି ନିଯୁକ୍ତି ଏବଂ ନ୍ୟାୟିକ ବ୍ୟବସ୍ଥାରେ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଠିକ୍‌ ନୁହେଁ। ଏହା ବିପଜ୍ଜନକ ବୋଲି କର୍ନାଟକର ପୂର୍ବତନ ଲୋକାୟୁକ୍ତ ତଥା ସୁପ୍ରିମକୋର୍ଟର...

ମୋଦିଙ୍କ ଟୁଇଟ୍‌ର ଉତ୍ତର ଦେଲେ ସୁନକ

ଲଣ୍ଡନ/ନୂଆଦିଲ୍ଲୀ,୨୮ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବ୍ରିଟେନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଫୋନ ଯୋଗେ ଶୁଭେଚ୍ଛା ଜଣାଇବା ସହ । କିଛି...

ନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା: ଏଲଜେପିରେ ଯୋଗଦେଲେ ଉଷା ବିଦ୍ୟାର୍ଥୀ

ନୂଆଦିଲ୍ଲୀ, ୭।୧୦: ବିହାରରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ମିିଳିବାରେ ଲାଗିଛି। ଗତ ଦୁଇ ଦିନ ମଧ୍ୟରେ ଦଳର ୨...

ଦିଲ୍ଲୀ ହିଂସା: କେନ୍ଦ୍ର ସରକାରଙ୍କ ସହିତ ମିଳିତ ଭାବେ କାର୍ଯ୍ୟ କରିବ ରାଜ୍ୟ; କହିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ଦେଖାଦେଇଥିବା ହିଂସା ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସହିତ ମୁଖ୍ୟମନ୍ତ୍ରୀ...

‘କଂଗ୍ରେସକୁ ଭୟ କରୁଛନ୍ତି ମୋଦି’

ନୂଆଦିଲ୍ଲୀ,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଭୟ କରୁଛନ୍ତି ବୋଲି ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି । ସଂସଦରେ ମୋଦି କଂଗ୍ରେସକୁ ଟାର୍ଗେଟ...

ଗୁଜରାଟରେ ୧୦ ହଜାର କୋଟିର ଅବକାରୀ ଠକେଇ

ନୂଆଦିଲ୍ଲୀ,୨୨ା୮: କେନ୍ଦ୍ର ଓ ଦିଲ୍ଲୀ ସରକାର ମଧ୍ୟରେ ଟଣାଓଟରା ଚରମ ସୀମାରେ ପହଞ୍ଚତ୍ଲାଣି। ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ୨୦୨୧-୨୨ର କାର୍ଯ୍ୟକାରିତାରେ ଅନିୟମିତତା ହୋଇଥିବା ଦର୍ଶାଇ...

Advertisement
Archives

Model This Week