Posted inଜାତୀୟ

ସମ୍ପର୍କୀୟଙ୍କ ମୃତଦେହ ପାଇବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା: ଲାଉଡସ୍ପିକର୍‌ରେ ଡକାଯାଉଛି ନାଁ

ଅହମଦାବାଦ,୧୬।୪: ଦେଶରେ କରୋନା ମାମଲା ବଢିବାରେ ଲାଗିଛି। ଗୁଜରାଟରେ କରୋନା ସମସ୍ତ ରେକର୍ଡ ଭାଙ୍ଗିଛି। ବଢୁଥିବା ମାମଲା ଯୋଗୁ ଏଠାରେ ଡାକ୍ତରଖାନା ଏବଂ ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାଙ୍ଗିପଡିଛି। ବିଭିନ୍ନ ଡାକ୍ତରଖାନାରେ ଗଦା ଗଦା ମୃତଦେହ ପଡିଛି। ମୃତକଙ୍କ ପରିବାର ଲୋକେ ମୃତଦେହ ନେବା ପାଇଁ ଧାଡ଼ିରେ ଛିଡା ହୋଇଥିବା ଦେଖାଯାଇଥିଲା। ମୃତକଙ୍କ ସମ୍ପର୍କୀୟଙ୍କୁ ଲାଉଡସ୍ପିକର ଦ୍ୱାରା ଡକାଯାଉଛି। ଘଣ୍ଟା ଘଣ୍ଟା ଅପେକ୍ଷା କରିବା ପରେ ମୃତଦେହ ମିଳୁଛି। ବିଭିନ୍ନ ହସ୍ପିଟାଲରେ ବେଡ୍‌ ସମସ୍ୟା ଦେଖାଯାଇଛି। ଫଳରେ ଆକ୍ରାନ୍ତମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ରେ ୧,୧୦୦ ଭାରତୀୟ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୧୦ା୧୨: ରୁଷିଆର ଆକ୍ରମଣ ପରେ ୟୁକ୍ରେନ୍‌ରେ ପାଠ ପଢ଼ୁଥିବା ବହୁ ଛାତ୍ରୀଛାତ୍ର ସ୍ବଦେଶକୁ ଫେରିଆସିଥିଲେ। କିନ୍ତୁ ଏବେ ବି ସେଠାରେ ପ୍ରାୟ ୧,୧୦୦ ଜଣ ଭାରତୀୟ...

ଦୁର୍ଘଟଣାରୁ ପୋଲିସ-ଅଟୋ ଡ୍ରାଇଭର ମୁହାଁମୁହିଁ

ନୂଆଦିଲ୍ଲୀ,୧୮ା୬: ଦିଲ୍ଲୀର ମୁଖାର୍ଜୀ ନଗରରେ ଜଣେ ଅଟୋ ଡ୍ରାଇଭର୍‌ ଓ ପୋଲିସ ମଧ୍ୟରେ ବଚସାରୁ ଲଙ୍କାକାଣ୍ଡ ସୃଷ୍ଟି ହୋଇଛି। ପୋଲିସ ଗାଡ଼ି ଓ ଅଟୋ ମଧ୍ୟରେ...

ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଫେବୃୟାରୀ ୨୮ ପର୍ଯ୍ୟନ୍ତ ବନ୍ଦ ରହିବ

ନୂଆଦିଲ୍ଲୀ,୨୯।୧: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଗୁରୁବାର ଦେଶ ତଥା ଦେଶରୁ ନିର୍ଦ୍ଧାରିତ ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଉପରେ ସ୍ଥଗିତାଦେଶକୁ ଫେବୃୟାରୀ ୨୮...

ଜମ୍ମୁ-କଶ୍ମୀରରେ ଲାଗୁ ହୋଇପାରେ ଅନୁଚ୍ଛେଦ ୩୭୧ ! …

ନୂଆଦିଲ୍ଲୀ,୨୭।୬: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ସ୍ଥାନୀୟ ରାଜନୈତିକ ଦଳ ମଧ୍ୟରେ ଅସନ୍ତୋଷ ବଢ଼ିଚାଲିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଚ୍ଛେଦ ୩୭୦...

ତୃତୀୟ ଲହର ଲାଗି ଯୋଜନାବଦ୍ଧ ଲଢ଼େଇ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଦ୍ୱିତୀୟ ଲହରର ତାଣ୍ଡବ ଦେଶରୁ ନ ଯାଉଣୁ ଏବେ ତୃତୀୟ ଲହର ଆସିବା ନେଇ ସତର୍କ ସୂଚନା...

ବଜାରରେ ମିଳୁଥିବା ଜିରା ଅସଲି ନା ନକଲି ଜାଣନ୍ତୁ ଏପରି…

ଏବେ ବଜାରରେ ନକଲି ଜିରା ମିଳୁଛି। ଏହା ଫୁଲଝାଡୁ, ପଥରଗୁଣ୍ଡ ଏବଂ ଗୁଡ଼ରୁ ପ୍ରସ୍ତୁତ ହେଉଛି। ଅସଲି ଜିରା ଦାମ କିଲୋପ୍ରତି ୪ଶହ ଟଙ୍କା ଥିବାବେଳେ...

ବସ୍‌ରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ପାଇଲେ ଏହି ଯୁବତୀ, ଆଉ ତା’ ପରେ…

ଭୋପାଳ,୫ା୧୨: ମଧ୍ୟପ୍ରଦେଶର ବୈତୁଲର ଜଣେ ଯୁବତୀ ଏମିତି ମହାନ କାର୍ଯ୍ୟ କରିଛନ୍ତି, ଯାହାକୁ ନେଇ ବିଭିନ୍ନ ମହଲରୁ ତାଙ୍କ ପ୍ରଶଂସାର ସୁଅ ଛୁଟୁଛି। ଜଣେ ଯୁବତୀ...

ଶିବସେନା ବିଦ୍ରୋହ ପରେ ମୁଖ୍ୟମନ୍ତ୍ରୀ ହେବାକୁ ମତେ କହିଥିଲେ ଉଦ୍ଧବ: ଫଡନାଭିସ…

ମୁମ୍ବାଇ,୨୬।୨ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦାବି କରିଛନ୍ତି ଯେ ଶିବସେନାରେ ବିଦ୍ରୋହ ପରେ ଉଦ୍ଧବ ଠାକରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପ୍ରଦାନ କରିଥିଲେ।...

Advertisement
Archives

Model This Week