Posted inଜାତୀୟ

ସମ୍ପର୍କୀୟଙ୍କ ମୃତଦେହ ପାଇବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା: ଲାଉଡସ୍ପିକର୍‌ରେ ଡକାଯାଉଛି ନାଁ

ଅହମଦାବାଦ,୧୬।୪: ଦେଶରେ କରୋନା ମାମଲା ବଢିବାରେ ଲାଗିଛି। ଗୁଜରାଟରେ କରୋନା ସମସ୍ତ ରେକର୍ଡ ଭାଙ୍ଗିଛି। ବଢୁଥିବା ମାମଲା ଯୋଗୁ ଏଠାରେ ଡାକ୍ତରଖାନା ଏବଂ ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାଙ୍ଗିପଡିଛି। ବିଭିନ୍ନ ଡାକ୍ତରଖାନାରେ ଗଦା ଗଦା ମୃତଦେହ ପଡିଛି। ମୃତକଙ୍କ ପରିବାର ଲୋକେ ମୃତଦେହ ନେବା ପାଇଁ ଧାଡ଼ିରେ ଛିଡା ହୋଇଥିବା ଦେଖାଯାଇଥିଲା। ମୃତକଙ୍କ ସମ୍ପର୍କୀୟଙ୍କୁ ଲାଉଡସ୍ପିକର ଦ୍ୱାରା ଡକାଯାଉଛି। ଘଣ୍ଟା ଘଣ୍ଟା ଅପେକ୍ଷା କରିବା ପରେ ମୃତଦେହ ମିଳୁଛି। ବିଭିନ୍ନ ହସ୍ପିଟାଲରେ ବେଡ୍‌ ସମସ୍ୟା ଦେଖାଯାଇଛି। ଫଳରେ ଆକ୍ରାନ୍ତମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର, ହତ୍ୟା ଅଭିଯୋଗରେ ନିର୍ଦ୍ଦୋଷରେ ୮ ବର୍ଷ ଜେଲ କାଟିଥିବା ବ୍ୟକ୍ତିଙ୍କୁ ସରକାର ଦେବେ ଚାକିରି

ଇମ୍ଫାଲ,୫ ।୧: ବଳାତ୍କାର ଓ ହତ୍ୟା ଅଭିଯୋଗରେ ଜଣେ ବ୍ୟକ୍ତି ନିର୍ଦ୍ଦୋଶରେ ୮ ବର୍ଷ ଜେଲ କାଟିଥିବା ବେଳେ ଏବେ ମଣିପୁର ସରକାର ତାଙ୍କୁ ସରକାରୀ...

ପାଓ୍ବାରଙ୍କ ସସ୍‌ପେନ୍ସ: ସଞ୍ଜୟ କହିଲେ ବୁଝିବାକୁ ଲାଗିବ ଆଉ କିଛି ଜନ୍ମ

ମୁମ୍ବାଇ,୧୯।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଲାଗି ରହିଛି ଅସାମଞ୍ଜସ୍ୟ। ନୂଆ ସମିକରଣ ଅନୁଯାୟୀ ଶିବସେନା ଏନ୍‌ସିପି ଓ କଂଗ୍ରେସ ସହ ମିଶି ସରକାର ଗଠନ...

ଧରା ପଡ଼ିବା ଭୟ: ଜଳାଇଲେ ୫୦ କୋଟି ଟଙ୍କାର ନକଲି ଏନ୍‌ସିଇଆର୍‌ଟି ପୁସ୍ତକ

ମିରଟ, ୨୨।୮: ଉତ୍ତରପ୍ରଦେଶରେ ଅପରାଧୀ ଆଇନ ଶୃଙ୍ଖଳାକୁ ଆଉ ଭୟ କରୁ ନାହାଁନ୍ତି। ଅପରାଧ ଘଟାଇ ପ୍ରମାଣ ଲୁଚାଇବା ଏକ ନିତିଦିନିଆ ଘଟଣାରେ ପରିଣତ ହେବାରେ...

କଂଗ୍ରେସରେ ଘର କଳି ବଢ଼ିଲା: ଅସନ୍ତୁଷ୍ଟଙ୍କୁ ଦଳରୁ ବାହାରି ଯିବାକୁ ପରାମର୍ଶ !

ନୂଆଦିଲ୍ଲୀ,୧୮।୧୧: କଂଗ୍ରେସରେ ଘର କଳି ବଢ଼ିବାରେ ଲାଗିଛି। ଏବେ ଏହାକୁ ନେଇ ଦଳର ବରିଷ୍ଠ ନେତା ଅଧୀର ରଞ୍ଜନ ଚୌଧୁରୀ କହିଛନ୍ତି ଯେ, ଅସନ୍ତୁଷ୍ଟମାନେ ବାହାରି...

ଉପନିର୍ବାଚନ ପୂର୍ବରୁ ବାକ୍‌ଯୁଦ୍ଧ: କମଳନାଥଙ୍କୁ କଳଙ୍କନାଥ କହିଲେ ଇମର୍ତି ଦେବୀ

ଭୋପାଳ, ୧୯।୧୦: ମଧ୍ୟପ୍ରଦେଶରେ ୨୮ଟି ବିଧାନସଭା ଆସନରେ ଉପନିର୍ବାଚନ ଦିନ ପାଖେଇ ଆସୁଛି। ଏପରି ସ୍ଥଳେ କଂଗ୍ରେସ ଏବଂ ଭାଜପା ମଧ୍ୟରେ ବାକ୍‌ଯୁଦ୍ଧ ବଢ଼ିବାରେ ଲାଗିଛି।...

କେଦାରନାଥ ମନ୍ଦିରରେ ଅଟକି ରହିଲେ ୨ ମୁଖ୍ୟମନ୍ତ୍ରୀ

କେଦାରନାଥ,୧୬।୧୧: ଶୀତଦିନ ଯୋଗୁ କେଦାରନାଥ ମନ୍ଦିର କପାଟ(ଫାଟକ) ସୋମବାରଠାରୁ ବନ୍ଦ କରାଯାଇଛି। ଏଠାରେ କପାଟ ବନ୍ଦ ପୂର୍ବରୁ ସକାଳ ୮ଟା ୩୦ରେ ହୋଇଥିବା ପାରମ୍ପରିକ ପୂଜାରେ...

ଟ୍ରାକ୍ଟର ଚଲାଇଲେ ତେଜସ୍ବୀ ଯାଦବ

ପାଟନା,୨୫।୯: ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କୃଷି ବିଲ ବିରୋଧରେ ଏକ ଟ୍ରାକ୍ଟର ରାଲି...

ପ୍ରୟାଗରାଜରେ ବିଷାକ୍ତ ମଦ ପିଇ ଚାଲିଗଲା ୬ ଜଣଙ୍କ ଜୀବନ

ପ୍ରୟାଗରାଜ, ୨୧।୧୧-ଉତ୍ତରପ୍ରଦେଶର ପ୍ରୟାଗରାଜ୍‌ ଅନ୍ତର୍ଗତ ଫୁଲପୁରରେ ବିଷାକ୍ତ ମଦ ୬ ଜୀବନ ନେଇଛି। ଶୁକ୍ରବାର ରାତିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶନିବାର ଆଉ ଦୁଇଜଣଙ୍କ...

Advertisement


Archives

Model This Week

Why Dharitri