Posted inଜାତୀୟ

ଗୁଜରାଟରେ ଏଚ୍‌୩ଏନ୍‌୨ ଭାଇରସରେ ମହିଳାଙ୍କ ମୃତ୍ୟୁ

ଅହମ୍ମଦାବାଦ,୧୪।୩: ଦେଶରେ ଏବେ ଚିନ୍ତା ବଢାଇଲାଣି ଏଚ୍‌୩ଏନ୍‌୨ ଇନ୍‌ଫ୍ଲଏଞ୍ଜା ଭାଇରସ। ଏହି ଭାଇରସରେ ଦେଶରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ଗୁଜରାଟର ଜଣେ ୫୮ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ଏଚ୍‌୩ଏନ୍‌୨ ଆକ୍ରାନ୍ତ ହୋଇ ଭଡୋଦରାସ୍ଥିତ ଏସ୍‌ଏସ୍‌ଜି ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଏହାକୁ ମିଶାଇ ଦେଶରେ ମୋଟ ୭ ଜଣ ଏହି ଭାଇରସରେ ପ୍ରାଣ ହରାଇ ସାରିଲେଣି। ଦେଶରେ ପ୍ରଥମ ଏଚ୍‌୩ଏନ୍‌୨ ଭାଇରସରେ କର୍ନାଟକର ହାସନ ଜିଲାର ଜଣେ ୮୨ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri