Posted inଜାତୀୟ

ତୀର୍ଥଯାତ୍ରୀଙ୍କ ଉପରେ ମାଡିଗଲା କାର୍‌: ଚାଲିଗଲା ୬ ଜୀବନ

ଅହମ୍ମଦାବାଦ,୨।୯: ଗୁଜରାଟର ଅମ୍ବାଜୀରେ ଶୁକ୍ରବାର ସକାଳେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଦ୍ରୁତଗାମୀ କାର ତୀର୍ଥଯାତ୍ରୀଙ୍କୁ ଚଢିଯିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ୭ ଜଣ ଆହତ ହୋଇଛନ୍ତି। ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିବା ପରେ ତଦନ୍ତ କରୁଛନ୍ତି।
ସୂଚନା ଅନୁଯାୟୀ, ଅଧିକାଂଶ ତୀର୍ଥଯାତ୍ରୀ ପଞ୍ଚମହଲ ଜିଲାର କାକୋଲର ବାସିନ୍ଦା ଥିଲେ। ଅମ୍ବାଜୀ ମନ୍ଦିର ପରିଦର୍ଶନ କରିବାକୁ ଚାଲିଚାଲି ଯାଉଥିଲେ। ଏହି ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ...

ମୋଦି ସରକାରଙ୍କ ଶହେ ଦିନରେ ଦେଶର ଅର୍ଥ ବ୍ୟବସ୍ଥା ଭୁଶୁଡ଼ି ଯାଇଛି: କପିଲ୍‌ ସିବଲ୍‌

ନୂଆଦିଲ୍ଲୀ,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଶହେ ଦିନ ପୂରଣ ହୋଇଛି। ଏହି ଅବସରରେ କଂଗ୍ରେସ ପକ୍ଷରୁ ବରିଷ୍ଠ ନେତା କପିଲ୍‌ ସିବଲ୍‌ ମୋଦି ସରକାରଙ୍କୁ...

ଜମାତ ନେତାଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା

ନୂଆଦିଲ୍ଲୀ,୧୭।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁବାର ତବ୍‌ଲିଘି ଜମାତ ନେତା ମୌଲାନା ସାଦ୍‌ କାନ୍ଦାଲ୍‌ଭି, ଟ୍ରଷ୍ଟ ସଦସ୍ୟଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ରୁଜୁ କରାଯାଇଛି। ଦିଲ୍ଲୀ...

ପ୍ରତିଶୋଧର ରାଜନୀତି କରୁଛି କେନ୍ଦ୍ର: ମମତା

କୋଲକାତା, ୨୯।୫: ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ ସାଧାରଣ ଅଭିଯୋଗ ଓ ପେନ୍‌ସନ ମନ୍ତ୍ରଣାଳୟରେ ଅବସ୍ଥାପିତ କରାଇବା ପାଇଁ କେନ୍ଦ୍ର ସରକାର ଶୁକ୍ରବାର...

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଭାଇ ଅନିଲଙ୍କ ପରଲୋକ

ମୁମ୍ବାଇ, ୬।୧୦: ବଲିଉଡ୍‌ ସୁପର୍‌ଷ୍ଟାର୍‌ ଅଜୟ ଦେବଗନଙ୍କ ଭାଇ ଅନିଲ ଦେବଗନଙ୍କ ଦେହାନ୍ତ ହୋଇଛି। ନିଜେ ଅଜୟ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତେବେ...

ଢିଲା ସୁରକ୍ଷା ବ୍ୟବସ୍ଥା ଉପରେ ଆଜି ଶୁଣାଣି

ନୂଆଦିଲ୍ଲୀ,୭ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ...

ମାତା ବୈଷ୍ଣୋଦେବୀ ଭବନରେ ଦଳାଚକଟା: ୨୦ରୁ ଊର୍ଦ୍ଧ୍ୱ ଆହତ

ଜମ୍ମୁ,୧ ।୧: ନୂଆବର୍ଷ ଉପଲକ୍ଷେ ଜମ୍ମୁ-କଶ୍ମୀରର ମାତା ବୈଷ୍ଣୋଦେବୀ ଭବନରେ ଶ୍ରଦ୍ଧାଳୁଙ୍କ ଭିଡ ଯୋଗୁ ଦଳାକଟା ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ସ୍ଥାନୀୟ...

ବେକାବୁ ହେଉଛି କରୋନା: ୨୪ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୭।୨: ଦେଶର ୬ଟି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନାର ସ୍ଥିତି ବେକାବୁ ହେଉଥିବା ବେଳେ ଗତ ୨୪ ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ...

Advertisement
Archives

Model This Week