Posted inଜାତୀୟ

ବାତ୍ୟା ପୂର୍ବରୁ ଥରିଲା ଗୁଜରାଟ…

ଅହମଦାବାଦ,୧୭।୫: ବାତ୍ୟା ତାଉକ୍‌ତାଏ ଗୁଜରାଟରେ ମାଡ଼ ହେବା ପୂର୍ବରୁ ରାଜ୍ୟରେ ଭୂକମ୍ପ ହୋଇଛି। ସୋମବାର ଭାରତୀୟ ସମୟ ଭୋର୍‌ ୩ଟା ୭(୩ଟା ୩୭ ଜିଏମ୍‌ଟି)ରେ ଗୁଜରାଟର ରାଜୁଲା, ଆମରେଲିରେ ଭୂକମ୍ପ ହୋଇଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ଥିଲା। ଭୂକମ୍ପର କେନ୍ଦ୍ର ଭୂପୃଷ୍ଠର ୧୦ କିଲୋମିଟର ତଳେ ଥିଲା ବୋଲି ଅନୁମାନ କରାଯାଉଛି। ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଭୟରେ ବାହାରକୁ ପଳାଇ ଆସିଥିଲେ। ଭୂକମ୍ପ ଯୋଗୁ କ୍ଷୟକ୍ଷତି ସମ୍ପର୍କରେ କୌଣସି ଖବର ମିଳିନାହିଁ। ରାଜ୍ୟରେ କରୋନା ମହାମାରୀ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି ବାତ୍ୟା ତାଉକ୍‌ତାଏ ନେଇ ରାଜ୍ୟରେ ଏନଡିଆର୍‌ଏଫ୍‌ ଟିମ୍‌କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ତଟରକ୍ଷୀ ବାହିନୀଙ୍କୁ ବାତ୍ୟା ମୁକାବିଲା ଲାଗି ସତର୍କ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri