Posted inଖେଳ

୧୩୫ ରନ୍‌ରେ ଅଟକିଲା ଗୁଜରାଟ

ଲକ୍ଷ୍ନୌ,୨୨।୪: ଭରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ପାଣ୍ଡ୍ୟାଙ୍କ ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ବଳରେ ଗୁଜରାଟ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୩୫ ରନ୍‌ କରିଥିଲା। ଫଳରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଆଗରେ ୧୩୬ ରନ୍‌ ଟାର୍ଗେଟ ରଖିଛି ଗୁଜରାଟ।

ଗୁଜରାଟର ଦୁଇ ଓପନର ରିଦ୍ଧିମାନ ସାହା ଏବଂ ଶୁଭମାନ୍‌ ଗିଲ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲେ। ହେଲେ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଥିଲା। ଦଳୀୟ ସ୍କୋର ୪ ରନ୍‌ ହୋଇଥିବା ବେଳେ ଶୁଭମାନ୍‌ ଖାତା ଖୋଲି ନ ପାରି ଆଉଟ୍‌ ହୋଇଯାଇଥିଲେ। ହେଲେ ଦ୍ୱିତୀୟ ନମ୍ବରରେ ଅଧିନାୟକ ପାଣ୍ଡ୍ୟା ବ୍ୟାଟିଂ କରିବାକୁ ଆସି ୫୦ ବଲ୍‌ରେ ୬୬ ରନର୍‌(୨ ଚୌକା ଏବଂ ୪ ଛକ୍କା) ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ସେହିପରି ରିଦ୍ଧିମାନ ସାହା ଉପଯୋଗୀ ୪୭ ରନ୍‌ କରିଥିବା ବେଳେ ଅଭିନାଭ ମନୋହର ୩ ରନ୍‌ କରି ବିଫଳ ହୋଇଥିଲେ। ବିଜୟ ଶଙ୍କର ୧୦ ରନ୍‌ କରିଥିବା ବେଳେ ଡେଭିଡ୍‌ ମିଲର ୬ରନ୍‌ କରିବାରେ ସକ୍ଷମ ହୋଇଥିଲେ। ରାହୁଲ ତେୱାଟିଆ ୨ ରନ୍‌ କରି ନଟ୍‌ ଆଉଟ ରହିଥିଲେ। ଫଳରେ ଗୁଜରାଟ ୧୩୫ରନ୍‌ କରିବାରେ ସକ୍ଷମ ହୋଇଥିଲା। ଲକ୍ଷ୍ନୌର କ୍ରୁନାଲ ପାଣ୍ଡ୍ୟା ଏବଂ ମାର୍କସ ଷ୍ଟୋଇନିସ ୨ଟି ଲେଖାଏ ଉଇକେଟ ନେଇଥିବା ବେଳେ ନବୀନ-ଉଲ୍‌-ହକ ଓ ଅମିତ ମିଶ୍ର ଗୋଟିଏ ଲେଖାଏ ଉଇକେଟ ନେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri