ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ ଜବତ କରିଛି।

ମିଳିଥିବା ସୂଚନା ମୁତାବକ, ଜୟପୁରରେ ବାଘ ଛାଲ କାରବାର ହେଉଥିବା ନେଇ ଖବବ ମିଳିଥିଲା। ଏନେଇ ସ୍ବତନ୍ତ୍ର ଗୋଇନ୍ଦା ଟିମ୍‌ ଚଢାଉ କରି ବାଘ ଛାଲ ସହ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଥିଲା। ଗିରଫ ଅଭିଯୁକ୍ତ ଜଣକ ହେଲେ ଜୟପୁର ଇରିଗେଶନ କଲୋନୀ ଅଞ୍ଚଳର ବିଭୁତି ଭୂଷଣ ପାତ୍ର।

ଏପରିକି ଜବତ କାରକୁ ଜୟପୁର ବନାଞ୍ଚଳକୁ ହସ୍ତାନର କରାଯାଇଛି। ସୂଚନା ଯୋଗ୍ୟ, ବାଘକୁ ୬ ମାସ ତଳେ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri