Posted inଖେଳ

ଉଦ୍‌ଘାଟନୀ ମ୍ୟାଚ୍‌ରେ ଟସ୍‌ ଜିତିଲା ଗୁଜରାଟ

ଅହମଦାବାଦ,୩୧।୩: ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଆଇପିଏଲ୍‌ର ୧୬ତମ ସଂସ୍କରଣ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ୍‌ ଡିଫେଣ୍ଡିଂ ଚାମ୍ପିୟନ୍‌ ହାର୍ଦ୍ଦିକ୍‌ ପାଣ୍ଡ୍ୟାଙ୍କ ଗୁଜରାଟ ଟାଇଟନ୍ସ ଏବଂ ୪ ଥର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଅନୁଷ୍ଠିତ ହେବ। ଏଥିରେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ୍‌ ପାଣ୍ଡ୍ୟା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରିବ।

୨୦୨୨ ସିଜନରେ ପ୍ରଥମ ଥର ପାଇଁ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ସବୁ ଦଳକୁ ପଛରେ ପକାଇ ଚାମ୍ପିୟନ୍‌ ବିବେଚିତ ହୋଇଥିଲା। ଅନ୍ୟପକ୍ଷେ ହାର୍ଦ୍ଦିକ ସର୍ବଦା ଧୋନିଙ୍କୁ ନିଜର ଆଦର୍ଶ ବୋଲି ମାନୁଥିବା ବେଳେ ଏହି ମ୍ୟାଚ୍‌ରେ କିନ୍ତୁ ଗୁରୁ-ଶିଷ୍ୟଙ୍କ ମଧ୍ୟରେ ଜୋରଦାର ଲଢେଇ ଦେଖିବାକୁ ମିଳିବ।

ଧୋନି ପୁଣି ଥରେ ଅଧିନାୟକ ପଦକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗତ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ ପ୍ଲେ ଅଫ୍‌ରେ ପ୍ରବେଶ କରିବାରେ ସମର୍ଥ ହୋଇ ନ ଥିଲା। ହେଲେ ୨୦୨୩ ସିଜନରେ ଚେନ୍ନାଇ ମଧ୍ୟ ପୂର୍ବ ସଂସ୍କରଣ ଖେଳ ଢାଞ୍ଚାକୁ ପରିବର୍ତ୍ତନ କରିବାକୁ ଉଦ୍ୟମ କରିବ। ଏଭଳି ସ୍ଥିତିରେ ଗୁଜରାଟ-ଚେନ୍ନାଇ ମଧ୍ୟରେ ମହାମୁକାବିଲା ହେବ ବୋଲି ଅନୁମାନ କରାଯାଉଛି।

ଗୁଜରାଟ ଟାଇଟନ୍ସ: ହାର୍ଦ୍ଦିକ୍‌ ପାଣ୍ଡ୍ୟା(ଅଧିନାୟକ), ଶୁବମନ ଗିଲ୍‌, ରିଦ୍ଧିମାନ ଶାହା, କେନ୍‌ ଓ୍ବିଲିୟମସନ୍‌, ବିଜୟ ଶଙ୍କର, ରାହୁଲ ଟଓ୍ବେଟିଆ, ରଶିଦ୍‌ ଖାନ୍‌, ମହମ୍ମଦ ଶାମି, ଜୋସୁଆ ଲିଟିଲ୍‌, ୟଶ୍‌ ଦୟାଲ, ଆଲଜାରି ଯୋଶେଫ୍‌।

ଚେନ୍ନାଇ ସୁପର କିଙ୍ଗ୍ସ: ମହେନ୍ଦ୍ର ସିଂ ଧୋନି(ଅଧିନାୟକ), ଡେଭନ୍‌ କନ୍‌ଓ୍ବେ, ଋତୁରାଜ ଗାଏକ୍ୱାଡ, ଅମ୍ବାତି ରାୟୁଡୁ, ମୋଇନ ଅଲୀ, ବେନ୍‌ ଷ୍ଟୋକ୍ସ, ରବୀନ୍ଦ୍ର ଜାଡେଜା, ଶିବମ ଦୁବେ, ମିଚେଲ୍‌ ସାଣ୍ଟନର, ଦୀପକ ଚହର, ରାଜବର୍ଦ୍ଧନ ହଙ୍ଗରଗେକର୍‌,


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?