Posted inଖେଳ

IPL ୨୦୨୫ ମଝିରେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା, ହଠାତ ବଡ଼ ନିଷ୍ପତ୍ତି ନେଇ ଦଳ ଛାଡ଼ିଲେ ଏହି ଷ୍ଟାର ଖେଳାଳି…

ନୂଆଦିଲ୍ଲୀ,୧୨।୪: ଆଇପିଏଲ୍‌ ୨୦୨୫ରେ ଏଯାବତ ୨୫ ମ୍ୟାଚ୍‌ ଖେଳାଯାଇଛି। ଏବେ ବି ପ୍ଲେଅଫ୍‌କୁ ବହୁତ ସମୟ ଥିବା ବେଳେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା ଲାଗିଛି। ଦଳର ଜଣେ ଷ୍ଟାର ଖେଳାଳି ହଠାତ୍‌ ସ୍ବଦେଶ ଫେରିଯାଇଛନ୍ତି। ସେ ହେଲେ ଗ୍ଲେନ୍‌ ଫିଲିପ୍ସ।

ଜାତୀୟ ଗଣମାଧ୍ୟମ ରିପୋର୍ଟ ମୁତାବକ , ଫିଲିପ୍ସ ନିଜ ଦେଶକୁ ଫେରିଯାଇଛନ୍ତି। ଏନେଇ ବିସିସିଆଇ ଶୀଘ୍ର ଆଧିକାରୀକ ଘୋଷଣା କରିପାରେ। ଏହି ଖେଳାଳିଙ୍କୁ ମେଗା ଅକ୍ସନରେ କୋଟି କୋଟି ଟଙ୍କା ଦେଇ କିଣାଯାଇଥିଲା। ହେଲେ ସେ ଏଯାବତ ଗୋଟିଏ ବି ମ୍ୟାଚ୍‌ରେ ଏକାଦଶରେ ସ୍ଥାନ ପାଇ ନ ଥିଲେ।

କହିରଖୁଛୁ, ଗୁଜରାଟ ଶନିବାର(ଏପ୍ରିଲ ୧୨) ଅପରାହ୍ନରେ ଲକ୍ଷ୍ନୌ ସୁପରଜାଏଣ୍ଟସ୍‌ ବିପକ୍ଷରେ ମୁକାବିଲା ଖେଳିବ। ଏମିତିରେ ଫିଲିପ୍ସ ବାଦ ପଡ଼ିବା ବଡ଼ ଝଟ୍‌କା ବୋଲି କୁହାଯାଉଛି। ତେବେ ଏପ୍ରିଲ ୬ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମୁକାବିଲାରେ ଗୁଜରାଟ ପକ୍ଷରୁ ଫିଲ୍ଡିଂ କରୁଥିବା ବେଳେ ସେ ଆହତ ହୋଇଥିଲେ। ସେବେଠାରୁ ଦଳର ଅଭ୍ୟାସ ସମୟରେ ସେ ନଜର ଆସୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri