Posted inଖେଳ

ସ୍ବତନ୍ତ୍ର ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇବ ଗୁଜରାଟ ଟାଇଟନ୍ସ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୩ା୫: ଆଇପିଏଲ ୨୦୨୩ରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟନ୍ସର ପ୍ରଦର୍ଶନ ଏପର୍ଯ୍ୟନ୍ତ ଅତୁଳନୀୟ। ଗୁଜରାଟ ଦଳ ମୋଟ୍‌ ୧୨ଟି ମ୍ୟାଚ୍‌ ଖେଳିଥିବା ବେଳେ ୮ଟି ମ୍ୟାଚ୍‌ ଜିତିଛି ଏବଂ ୪ଟି ମ୍ୟାଚ୍‌ରେ ପରାଜୟର ସମ୍ମୁଖୀନ ହୋଇଛି।

ବର୍ତ୍ତମାନ ଗୁଜରାଟ ଟାଇଟନ୍ସ ୧୬ ପଏଣ୍ଟ ସହ ପଏଣ୍ଟ ଟେବୁଲର ପ୍ରଥମ ସ୍ଥାନରେ ରହିଛି। ଆଇପିଏଲ ୨୦୨୩ର ୫୭ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ୨୭ ରନରେ ପରାସ୍ତ କରିଛି। ଏଭଳି ପରିସ୍ଥିତିରେ ଗୁଜରାଟର ପରବର୍ତ୍ତୀ ମ୍ୟାଚ୍‌ ଆସନ୍ତା ୧୫ ତାରିଖରେ ଘରୋଇ ଗ୍ରାଉଣ୍ଡ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯିବ।

ଏହି ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧି ପଡ଼ିଆକୁ ଆସିବ। ସରକାରୀ ଟୁଇଟର ଆକାଉଣ୍ଟରେ ଗୁଜରାଟ ଟାଇଟନ୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଦଳ କାହିଁକି ନିଜ ଘରୋଇ ଗ୍ରାଉଣ୍ଡରେ ଭିନ୍ନ ଜର୍ସି ପିନ୍ଧିବ ଜାଣନ୍ତୁ ସେ ସମ୍ପର୍କରେ…

ଆଇପିଏଲ ୨୦୨୩ରେ ଦମ୍‌ଦାର ପ୍ରଦର୍ଶନ କରୁଥିବା ଗୁଜରାଟ ଟାଇଟାନ୍ସ ଦଳର ପରବର୍ତ୍ତୀ ମ୍ୟାଚ୍‌ ଆସନ୍ତା ୧୫ ତାରିଖରେ ଖେଳିବ। ଏହି ମ୍ୟାଚ୍‌ରେ ଦଳ ଏକ ବିଶେଷ ପ୍ରକାରର ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇବ। ଏହାର କାରଣ ହେଲା ଏପରି ସ୍ବତନ୍ତ୍ର ଜର୍ସି ପିନ୍ଧି ଲୋକଙ୍କ ମଧ୍ୟରେ କର୍କଟ ରୋଗ ବିଷୟରେ ସଚେତନତା ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri