Posted inଖେଳ

ହାଇଦ୍ରାବାଦକୁ ହରାଇଲା ଗୁଜରାଟ

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ର ୬୨ତମ ମ୍ୟାଚ୍‌ରେ ଗୁଜରାଟ ୩୪ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ଗୁଜରାଟ ୧୬ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନ ବଜାୟ ରଖି ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ କରିଛି। ଆମନ୍ତ୍ରଣ ପାଇ ଗୁଜରାଟ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୮ ରନ୍‌ କରିଥିଲା। ଫଳରେ ହାଇଦ୍ରାବାଦ ଆଗରେ ୧୮୯ ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା ଗୁଜରାଟ। ହେଲେ ହାଇଦ୍ରାବାଦ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୨୦ ଓଭରରେ ୯ ଉଇକେଟ ହରାଇ ୧୫୪ ରନ୍‌ କରି ପରାଜିତ ହୋଇଥିଲା।

୧୮୯ ରନ୍‌ ଲକ୍ଷ୍ୟର ପିଛା କରୁଥିବା ହାଇଦ୍ରାବାଦ ୫୯ ରନ୍‌ରେ ୭ ବ୍ୟାଟରଙ୍କୁ ହରାଇଥିଲା। ହେଲେ ହେନରିଚ୍‌ କ୍ଲାସେନ୍‌ଙ୍କ ୬୪ ଓ ଭୁବନେଶ୍ୱର କୁମାରଙ୍କ ୨୭ ରନ୍‌ ସହାୟତାରେ ଅଷ୍ଟମ ଉଇକେଟରେ ୬୮ ରନ୍‌ ଯୋଗକରି ପରାଜୟ ବ୍ୟବଧାନ କମ୍‌ କରିଥିଲେ। ଗୁଜରାଟ ପକ୍ଷରୁ ମହମ୍ମଦ ଶାମି ଓ ମୋହିତ ଶର୍ମା ୪ଟି ଲେଖାଏ ଓ ୟଶ ଦୟାଲ ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri