Posted inଖେଳ

ମୁମ୍ବାଇକୁ ହରାଇ ଗୁଜରାଟର ପ୍ରଥମ ବିଜୟ

ଅହମଦାବାଦ,୨୯।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶନିବାର ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଟାଇଟନ୍ସ ୩୬ ରନ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ ସହାୟତାରେ ଗୁଜରାଟ ଦଳ ୨୦ ଓଭରରେ ୮ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ୧୯୭ ରନ୍‌ ବିଜୟ ଲକ୍ଷ୍ୟରେ ମୁମ୍ବାଇ ୨୦ ଓଭରରେ ୬ ଉଇକେଟ ହରାଇ ୧୬୦ ରନ୍‌ କରି ପାରିଥିଲା। ରୋହିତ ଶର୍ମା ପୁଣି ଫେଲ୍‌ ମାରିଥିବା ବେଳେ ସୂର୍ଯ୍ୟକୁମାର ଯାଦବଙ୍କ ଦ୍ରୁତ ୪୮ (୨୮ ବଲ, ୧ ଚୌକା, ୪ ଛକା) ଓ ତିଲକ ବର୍ମାଙ୍କ ୩୯ ରନ ପର୍ଯ୍ୟାପ୍ତ ହୋଇ ନ ଥିଲା।

ଗୁଜରାଟ ବୋଲରଙ୍କ ମଧ୍ୟରେ ମହମ୍ମଦ ସିରାଜ ଓ ପ୍ରସିଦ୍ଧ କ୍ରିଷ୍ଣା ୨ଟି ଲେଖାଏ ଉଇକେଟ ନେଇଥିଲେ। ୨ ମ୍ୟାଚରୁ ଗୁଜରାଟ ପ୍ରଥମ ବିଜୟ ହାସଲ କରି ପଏଣ୍ଟ ଖାତା ଖୋଲିଛି। ଅନ୍ୟ ପକ୍ଷରେ ମୁମ୍ବାଇ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି। ନିଜର ପ୍ରଥମ ମ୍ୟାଚରେ ଏହି ଦଳ ଚେନ୍ନାଇ ସୁପର କିଙ୍ଗ୍ସଠାରୁ ହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି…

ବ୍ରିକ୍ସ (BRICS) ସମ୍ମିଳନୀର ମିଳିତ ଘୋଷଣାନାମା ଉପରେ ଆଲୋଚନା: ଭାରତ ପାଇଁ ବଡ଼…

ନୂଆଦିଲ୍ଲୀ,୧୦।୯: ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ମିଳିତ ଘୋଷଣାନାମା ପ୍ରସ୍ତୁତି କ୍ଷେତ୍ରରେ ଏକ ବାଧା ଉପୁଜିଛି। ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀ ପାଇଁ…

ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା…

ବନ୍ଧାକୋବି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ

ବାଲିମେଳା,୧୦।୯(ଶିବଦତ୍ତ ସାହୁ): ମାଫିଆମାନେ ବିଭିନ୍ନ ଅଭିନବ ଉପାୟରେ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କରୁଥିବା ଘଟଣା ସାମ୍ନାକୁ ଆସୁଛି। ବଡ଼ ଚତୁରତାର ସହିତ ଏକ ପିକଅପ ଭ୍ୟାନ୍‌ର…

ଏହି ଦିନ ଇରାନ ସହ ଯୁଦ୍ଧ ବନ୍ଦ କରିବ ଆମେରିକା, ଟ୍ରମ୍ପ କଲେ ବଡ଼ ଦାବି

ଓ୍ବାଶିଂଟନ,୧୦।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆରମ୍ଭ ହେବାର ଛଅ ମାସରୁ ଅଧିକ ସମୟ ବିତିଗଲାଣି। ଫେବୃଆରୀ ୨୮ ରେ ଆମେରିକା ଏବଂ ଇସ୍ରାଏଲ ଇରାନ…

ମୁହଁ ଖୋଲିଲେ ରୋହିତ ଶର୍ମା, ଦିନିକିଆ ବିଶ୍ୱକପ ଖେଳିବା ନେଇ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୯: ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବା ସମ୍ପର୍କରେ ପଚରାଯିବାରୁ ରୋହିତ ଶର୍ମା ସ୍ପଷ୍ଟ ଭାବେ କହିଥିଲେ ଯେ ଏ ବିଷୟରେ ମତାମତ ଦେବା ପାଇଁ ଏହା ବହୁତ…

ଭାରତୀୟ ଟିମ୍‌ ପାଇଁ ଖୁସି ଖବର, ଆଫଗାନିସ୍ତାନ ସିରିଜରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ ଦଳ ପାଇଁ ଏକ ବଡ଼ ଖୁସି ଖବର। ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମରା ସମ୍ପୂର୍ଣ୍ଣ ଫିଟ୍ ଘୋଷିତ ହୋଇଛନ୍ତି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri