Posted inଖେଳ

୧୩ ଓଭର ୫ ବଲ୍‌ରେ ଗୁଜରାଟ ଟାଇଟନ୍ସ ବିଜୟୀ

ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଖେଳାଯାଇଛି। ଜୟପୁରର ସଓ୍ବାଇ ମାନସିଂହ ଷ୍ଟାଡିୟମରେ ଚାଲିଥିବା ମ୍ୟାଚ୍‌ରେ ୧୩ ଓଭର ୫ଟା ବଲ୍‌ରେ ଗୁଜରାଟ ଟାଇଟନ୍ସ(ଜିଟି) ବିଜୟ ହାସଲ କରିଛି। ଟସ ଜିତି ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପରେ ଅଲାଉଟ୍‌ ହୋଇ ରାଜସ୍ଥାନ ରୟାଲ ଗୁଜରାଟ ଟାଇଟନ୍ସ ଆଗରେ ୧୧୯ ରନ୍‌ ବିଜୟ ଲକ୍ଷ୍ୟ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri