Posted inଜାତୀୟ

ଗୁଜରାଟ ବିଜୟ ୨୦୨୪ ନିର୍ବାଚନ ଉପରେ ପକାଇବ ସକରାତ୍ମକ ପ୍ରଭାବ: ଶାହା

ନୂଆଦିଲ୍ଲୀ,୨୬ ।୧୨: ଗୁଜରାଟ ବିଧାନସଭା ନିର୍ବାଚନ ୨୦୨୨ରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଥିବା ଐତିହାସିକ ବିଜୟ ଆଗାମୀ ୨୦୨୪ ଲୋକ ସଭା ନିର୍ବାଚନ ଉପରେ ସକରାତ୍ମ ପ୍ରଭାକ ପକାଇବ । ଏହା ଦାବି କରିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ।

ରବିବାର ଶାହା କହିଛନ୍ତି ୨୦୨୨ ନିର୍ବାଚନରେ ଭାଜପାର ବିଜୟ ସମ୍ପୂର୍ଣ୍ଣ ରାଜନୈତିକ ଚିତ୍ରପଟକୁ ବଦଳାଇ ଦେଇଛି । ସେ ଭରସା ଦେଇଛନ୍ତି କି ୨୦୨୨ ଗୁଜରାଟ ନିର୍ବାଚନର ବିଜୟ ୨୦୨୪ ଲୋକସଭା ନିର୍ବାଚନରେ ସକରାତ୍ମକ ପ୍ରଭାବ ପକାଇବ । ସେ ଆହୁରି ମଧ୍ୟ କହିଛନ୍ତି ଭାଜପାର ଏହି ବିଜୟ ଗୁଜରାଟରେ ଭାଜପାର ଗଡକୁ ପୁଣିଥରେ ପ୍ରମାଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri