କରୋନାରେ ଆଖିବୁଜିଲେ ଏହି ସୁପରଷ୍ଟାର

ଗୁଜୁରାଟୀ ଫିଲ୍ମର ସୁପରଷ୍ଟାର ନରେଶ କାନୋଡିୟାଙ୍କର ୭୭ ବର୍ଷ ବୟସରେ ପରଲୋକ ଘଟିଛି। କରୋନାରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କରୋନାରେ ଆକ୍ରାନ୍ତ ହେବା ପରେ ସେ ଅହମ୍ମଦାବାଦର ୟୁଏନ୍‌ ମେହତା ଇନ୍‌ଷ୍ଟିଚ୍ୟୁଟ୍‌ରେ ଚିକିତ୍ସିତ ହେଉଥିଲେ। ତେବେ ତାଙ୍କର ପରଲୋକ ଘଟିଥିବା ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ଟୁଇଟ୍‌କରି ସୂଚନା ଦେଇଛନ୍ତି।
ସେ ଲେଖିଛନ୍ତି, ଗୁଜୁରାଟୀ ଫିଲ୍ମ ସୁପରଷ୍ଟାର ତଥା ଭାଜପା ନେତା ନରେଶ ଭାଇ କାନୋଡିୟାଙ୍କର ଦେହାନ୍ତରେ ମୁଁ ଗଭୀର ମର୍ମାହତ। କଳା କ୍ଷେତ୍ରରେ ତାଙ୍କର ଅବଦାନ ନୂତନ ପୀଢ଼ିକୁ ପ୍ରେରଣା ଯୋଗାଇବ। ମୁଁ ଭଗବାନଙ୍କ ଏତିକି ନିକଟରେ ପ୍ରାର୍ଥନା କରୁଛି ଯେ, ତାଙ୍କ ଆତ୍ମାକୁ ନିଜ ପାଦତଳେ ରଖିନ୍ତୁ ଏବଂ ତାଙ୍କ ପରିବାରକୁ ତଥା ସମସ୍ତ ଶୁଭେଚ୍ଛୁମାନଙ୍କୁ ଏହି ଦୁଃଖ ସହିବାକୁ ଶକ୍ତ ପ୍ରଦାନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

‘ବଚପନ କା ପ୍ୟାର’ର ଗାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଜୟପୁର,୨୮।୭: ସୋସିଆଲ ମିଡିଆରେ ଏବେ ଘୁରି ବୁଲୁଛି ‘ବଚପନ କା ପ୍ୟାର’ ଗୀତର ଗାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ। ଏ ସମ୍ପର୍କରେ...

ଗାଈଙ୍କ ଉପରେ ହେବ ଅନ୍‌ଲାଇନ୍‌ ପରୀକ୍ଷା, ଜାଣନ୍ତୁ ଏହା ପଛରେ କ’ଣ ରହିଛି କାରଣ

ନୂଆଦିଲ୍ଲୀ,୭।୧: କେନ୍ଦ୍ରୀୟ ପଶୁପାଳନ ବିଭାଗ ଗାଈଙ୍କୁ ନେଇ ଦେଶବ୍ୟାପୀ ପରୀକ୍ଷା କରିବାକୁ ଯାଉଛି। ବାସ୍ତବରେ ପଶୁପାଳନ ଏବଂ ଦୁଗ୍ଧ ମନ୍ତ୍ରଣାଳୟ ଅଧୀନରେ ‘ରାଷ୍ଟ୍ରୀୟ କାମଧେନୁ’ ନାମକ...

ଫାଶୀରେ ଲଟକିଲେ ୫ ପରିବାର ସଦସ୍ୟ

ପଟନା,୧୩।୩: ବିହାରର ସୁପୌଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାର ୫ ଜଣ ସଦସ୍ୟ ଫାଶୀରେ ଲଟକି ଆତ୍ମହତ୍ୟା କରିଛନ୍ତି। ସ୍ତ୍ରୀ-ସ୍ବାମୀ ଏବଂ...

ହଂସଲ ମେହେତାଙ୍କ ୱେବ ସିରିଜରେ ମହାତ୍ମାଙ୍କ ଜୀବନୀ

ମୁମ୍ବାଇ: ଫିଲ୍ମ ନିର୍ମାତା ହଂସଲ ମେହେତା ରାମଚନ୍ଦ୍ର ଗୁହାଙ୍କ ଦୁଇଟି ପୁସ୍ତକ: ଗାନ୍ଧୀ ବିଫୋର ଇଣ୍ଡିଆ ଓ ଗାନ୍ଧୀ ଦ ଇୟର୍ସ ଦ୍ୟାଟ ଚେଞ୍ଜ ଦ...

ଶମିତାଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରାକେଶ

ବିଗ ବସ ଓଟିଟିର ଖ୍ୟାତି ଅର୍ଜନ କରିଥିବା ତଥା ବଲିଉଡ ଅଭିନେତ୍ରୀ ଶମିତା ସେଟ୍ଟୀ ଓ ଅଭିନେତା ରାକେଶ ବାପତ୍‌ଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଚାଲିଛି।...

ପିଓକେରେ ଭୂକମ୍ପ: ୧୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୨୪ା୯(ପି.ଟି.)- ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍‌ଲାମାବାଦ ସମେତ ପାକିସ୍ତାନର ଉତ୍ତରଭାଗର...

ଅଧିକ ଦିନ ମୁଖ୍ୟମନ୍ତ୍ରୀ ପଦରେ ରହିପାରିବେନି ଗେହଲଟ: ଭାଜପା

ନୂଆଦିଲ୍ଲୀ,୧୪।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ଲାଗି ରହିଥିବା ଦ୍ୱନ୍ଦ୍ୱର ଶେଷରେ ଅନ୍ତ ଘଟିଛି। ସମସ୍ତ ପଦ...

ପ୍ରେମିକାଙ୍କୁ ଭେଟିବାକୁ ଆସି ଧରାପଡ଼ିଲେ ଯୁବକ, ଭୟରେ ସୀମାରେଖା ଡେଇଁ ପଳାଇଲେ ପାକିସ୍ତାନ; ଏବେ..

ବାର୍‌ମେର,୨୪।୧: କିଛି ଦିନ ଅନ୍ତରରେ ପ୍ରେମିକାଙ୍କୁ ଲୁଚିଛପି ଭେଟୁଥିଲେ ପ୍ରେମିକ। ଦିନେ ତାଙ୍କୁ ଭେଟିବା ପାଇଁ ଘର ପର୍ଯ୍ୟନ୍ତ ମଧ୍ୟ ଚାଲିଗଲେ। ହେଲେ ପ୍ରେମିକାଙ୍କ ଘରଲୋକ...

Advertisement
Archives

Model This Week