Posted inଜାତୀୟ

ବିଷାକ୍ତ ମଦ ହେଲା କାଳ: ଚାଲିଗଲା ୧୯ ଜୀବନ

ଅହମ୍ମଦାବାଦ୍‌,୨୬।୭: ଗୁଜରାଟର ବୋଟାଡ ଜିଲାର ରୋଜିଦ ଗ୍ରାମରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୧୨ରୁ ଅଧିକ ଲୋକଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସର ସୂଚନାନୁସାରେ, ମାମଲାର ତଦନ୍ତ ବେଳେ ତିନି ଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତିମାନେ ବିଷାକ୍ତ ମଦ ତିଆରି କରି ବିକ୍ରୟ କରୁଥିବା ଅଭିଯୋଗ ହୋଇଛି। ଜେଲରେ ଥିବା ତିନି ଜଣଙ୍କୁ ପଚରାଉଚରା କରାଯାଉଛି ବୋଲି ଗୁଜରାଟର ଡିଜିପି ଆଶିଷ ଭାଟିଆ କହିଛନ୍ତି।
ଉଲ୍ଲେଖନୀୟ କଥା ହେଉଛି, ଗୁଜରାଟରେ ମଦ ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ରହିଛି। ଏଠାରେ ବମ୍ବେ ନିଷେଧ ଆଇନ, ୧୯୪୯ ଅନୁଯାୟୀ, ଯେଉଁମାନେ ମଦ କିଣୁଛନ୍ତି, ପିଉଛନ୍ତି ଏବଂ ମଦ ରଖିଛନ୍ତି ସେମାନଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବ। ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ ତିନି ମାସରୁ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ ଭୋଗିବାକୁ ପଡିବ।

ବି.ଦ୍ର: ମଦ୍ୟପାନ ସ୍ବାସ୍ଥ୍ୟ ପକ୍ଷେ ହାନିକାରକ


Enter your email to get our daily news in your inbox.

All Right Reserved By Dharitri.Com

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri