ସନ୍ଧ୍ୟାରେ ଲ୍ୟାଣ୍ଡଫଲ କରିବ ‘ଗୁଲାବ୍‌’

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଶନିବାର ସନ୍ଧ୍ୟାରେ ବାତ୍ୟାରେ ପରିଣତ ହୋଇପାରେ। ଆଉ ରବିବାର ସନ୍ଧ୍ୟାରେ ଏହା ଓ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଗଭୀର ଅବପାତଟି ବାତ୍ୟାରେ ପରିଣତ ହେଲେ ତା’ର ନାଁ ‘ଗୁଲାବ’ ଦିଆଯିବ ବୋଲି ସେ କହିଛନ୍ତି।
ମହାପାତ୍ର କହିଛନ୍ତି, ଗତକାଲି ସୃଷ୍ଟି ହୋଇଥିବା ଅବପାତଟି ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ଏହା ପାଖାପାଖି ପଶ୍ଚିମ ଦିଗକୁ ଗତି କରୁଛି। ଏହା ବର୍ତ୍ତମାନ ଗୋପାଳପୁରଠାରୁ ୪୭୦ କିଲୋମିଟର ଦୂରରେ ପୂର୍ବ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ଅଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୨୬ ତାରିଖ ସା ପାଖାପାଖି ଏହା ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ ଓ ଓ ଗୋପାଳପୁର ମଧ୍ୟରେ ଏହା ଉପକୂଳକୁ ଅତିକ୍ରମ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri