Posted inଖେଳ

୧୦,୦୦୦ ମିଟର ରେସ୍‌ରେ ଗୁଲ୍‌ବୀରଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ,୩୦ା୩: କାଲିଫର୍ନିଆର ସାନ୍‌ ଜୁଆନ କାପିଷ୍ଟ୍ରାନୋଠାରେ ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ଅନ୍ତର୍ଗତ ଦି ଟେନ୍‌ ଟ୍ରାକ୍‌ ଫେଷ୍ଟିଭାଲ ଇଭେଣ୍ଟର ୧୦, ୦୦୦ ମିଟର ରେସ୍‌ରେ ଭାରତର ଲଙ୍ଗ ଡିଷ୍ଟାନ୍ସ ରନର ଗୁଲ୍‌ବୀର ସିଂ ତାଙ୍କ ନାମରେ ରହିଥିବା ଜାତୀୟ ରେକର୍ଡକୁ ଭଙ୍ଗ କରିଛନ୍ତି।

ପ୍ରତିଯୋଗିତାରେ କିନ୍ତୁ ସେ ୬ଷ୍ଠ ସ୍ଥାନ ଅଧିକାର କରିଥିଲେ। ତାଙ୍କ ଟାଇମିଂ ୨୭:୦୦.୨୨ ମିନିଟ ରହିଥିଲା। ହାଙ୍ଗ୍‌ଝୋ ଏସିଆନ ଗେମ୍ସ ବ୍ରୋଞ୍ଜ ପଦକ ବିଜେତା ଧାବକ ଏହାପୂର୍ବରୁ ଗତବର୍ଷ ନଭେମ୍ବରରେ ଜାପାନର ହାଚିଓଜିଠାରେ ୨୭:୧୪.୮୮ ଟାଇମିଂରେ ରେକର୍ଡର ଅଧିକାରୀ ହୋଇଥିଲେ। ଭାରତୀୟ ଆର୍ମିରେ କାର୍ଯ୍ୟରତ ଉତ୍ତର ପ୍ରଦେଶର ୨୬ ବର୍ଷୀୟ ଗୁଲ୍‌ବୀରଙ୍କ ନାମରେ ଆହୁରି ମଧ୍ୟ ୧୩:୧୧.୮୨ ମିନିଟ ଟାଇମିଂରେ ୫,୦୦୦ ମିଟର ଦୌଡ଼ ଜାତୀୟ ରେକର୍ଡ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବନ୍ଦର ପ୍ରଭାବ: ବଡ଼ ଗାଡିଚଳାଚଳ, ଦୋକାନବଜାର ବନ୍ଦ 

କୋରାପୁଟ,୨୮।୧(ଅମିତାଭ ବେହେରା ): ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାକୁ ଉଭୟ କଂଗ୍ରେସ ଓ ବିଜେଡି ପକ୍ଷରୁ…

କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ

କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା…

ଉପମୁଖ୍ୟମନ୍ତ୍ରୀଙ୍କ ମୃତ୍ୟୁକୁ ବିଶ୍ୱାସ କରିପାରୁନାହାନ୍ତି ମୁଖ୍ୟମନ୍ତ୍ରୀ: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୮।୧: ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ…

ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହନ ଅଚଳାବସ୍ଥା

କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର…

ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ

ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ…

ଓଡ଼ିଶା ବନ୍ଦର ପ୍ରଭାବ: କଳାହାଣ୍ଡିରେ ଅଧା ଖୋଲା ଅଧା ବନ୍ଦ

ଭବାନୀପାଟଣା,୨୮।୧(ଉତ୍ତମ କୁମାର ଦାଶ): ଧାନ ମଣ୍ଡିରେ ଅବ୍ୟବସ୍ଥା , ପ୍ରଦୂଷଣ ନାଁରେ ସାଧାରଣ ବ୍ୟକ୍ତିଙ୍କ ଠାରୁ ଫାଇନ ଆଦାୟ, ଟାଟା ପାୱାରର ସ୍ମାର୍ଟ ମିଟର ନାଁରେ ଶୋଷଣ…

ବଂଶଧାରା ମହୋତ୍ସବରେ ଚାଲିଛି ଜୁଆଖେଳ, ଭିଡିଓ ସାମ୍ନାକୁ ଆସିବା ପରେ…

ଗୁଣପୁର,୨୮ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁରରେ ଆୟୋଜିତ ବଂଶଧାରା ବସନ୍ତ ମହୋତ୍ସବ ପରିସରରେ ଜୁଆଖେଳ ଚାଲିଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ସାମ୍ନାକୁ…

ବନ୍ଦ ଡାକରା ଭିତରେ ଅଫିସରେ କାମ କରୁଥିଲେ ଅତିରିକ୍ତ ଜିଲାପାଳ, ପହଞ୍ଚିଗଲେ ଚାଷୀ ନେତା, ତା’ପରେ…

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri