ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା ୟୁଟ୍ୟୁବର ବର୍ଷା ସାହୁ ମୁହଁ ଖୋଛନ୍ତି। ସେ କହିଛନ୍ତି, ବିବାହ ପରେ ଇଛି ଦିନ ଭଲରେ ଚାଲିଥିଲା। କିନ୍ତୁ ତାଙ୍କ ପରକୀୟା ପ୍ରୀତି ଯୋଗୁ ଧୀରେ ଧୀରେ ଆମ ସମ୍ପର୍କ ଖରାପ ହୋଇଥିଲା। ଗୁଲୁଆ ମୋତେ ବାଡ଼େଇକି ଘରୁ ବାହାର କରିଦେଇଥିଲେ। ମୋ ପାଖରେ ମେଡିକାଲ ରିପୋର୍ଟ ଅଛି। ତାଙ୍କ ଫ୍ୟାମିଲି ମୋତେ ଟଚର୍ର୍‌ କରିଛନ୍ତି। ମୁଁ ବର୍ଷେ ହେଲା ଚୁପ୍‌ ଥିଲି। ମୁଁ ତାଙ୍କ ସ୍ତ୍ରୀ ମୋତେ ପଚାରୁନାହାନ୍ତି। ଅନ୍ୟ ଝିଅଙ୍କ ସହ ବହୁତ ଜାଗାରେ ସମୟ ବିତାଉଛନ୍ତି। ମନାଲିରେ ମଧ୍ୟ ଝିଅଙ୍କୁ ନେଇ ସମୟ ବିତାଉଥିଲେ। ଗୁଲୁଆ ଯେତେ ଝିଅଙ୍କ ସହ ସଂପର୍କରେ ଅଛନ୍ତି ସମସ୍ତଙ୍କ ଭିଡିଓ ମୋ ପାଖରେ ଅଛି। ତାଙ୍କ ସବୁ କଳାଚିଠା ମୋ ହାତରେ। ମୁଁ ଏସବୁ କୋର୍ଟରେ ଉପସ୍ଥାପନ କରିବି।
ସୂଚନାଯୋଗ୍ୟ, କମେଡିଆନ ଗୁଲୁଆଙ୍କ ଗୁରୁବାର ସକାଳେ ଚାଞ୍ଚଲ୍ୟକର ଅଭିଯୋଗ। ଜୀବନ ପ୍ରତି ବିପଦ ଥିବା କହିଥିଲେ ଗୁଲୁଆ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ସହାୟତା ମାଗିଥିଲେ। ସେଥିରେ କାହାରି ନାଁ ନନେଇ ଭାବବିହ୍ବଳ ହୋଇ କହିଥିଲେ, ତାଙ୍କୁ ହତ୍ୟା ଧମକ ଦେବା ସହ ୫୦ ଲକ୍ଷ ଟଙ୍କା ମଗାଯାଉଥିବା ଅଭିଯୋଗ କରିଥିଲେ। ଗଲା କିଛି ଦିନ ଧରି ତାଙ୍କୁ ହତ୍ୟା ଧମକ ଦିଆଯାଉଥିବାରୁ ସେ ମାନସିକ ଚାପରେ ରହିଛନ୍ତି। ଏନେଇ ପ୍ରଶାସନ ଓ ପୋଲିସକୁ ସହାୟତା ପାଇଁ ନିବେଦନ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri