ବନ୍ଧୁକ ସଂସ୍କୃତି: ୧୨ ମାସରେ ୧୫ରୁ ଅଧିକ ଗୁଳିକାଣ୍ଡ, ୧୦୦ରୁ ଅଧିକ ଲୋକଙ୍କ ଗଲାଣି ଜୀବନ…

ଓ୍ବାଶିଂଟନ,୮।୫ : ଆମେରିକାରେ ଜାରି ରହିଥିବା ବନ୍ଧୁକ ସଂସ୍କୃତି ଯୋଗୁ ଗୁଳିକାଣ୍ଡ ଘଟଣା ଥମିବାର ନା ଧରୁନି। ଧୀରେଧିରେ ଏହା ବୃଦ୍ଧି ପାଉଛି। ଶନିବାର ଟେକ୍ସାସରେ ହୋଇଥିବା ଗୁଳି ବିନିମୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ଉତ୍ତର-ପୂର୍ବାଞ୍ଚଳ ବିଶ୍ୱବିଦ୍ୟାଳୟ ସହଭାଗିତାରେ ଆସୋସିଏଟେଡ ପ୍ରେସ ଏବଂ ୟୁଏସ ଟୁଡେ ଦ୍ୱାରା ପରିଚାଳିତ ଡାଟାବେସ ଅନୁଯାୟୀ ଦେଶରେ ଏହା ହେଉଛି ୨୨ ତମ ଘଟଣା।

ଗତ ୧୨ ମାସ ମଧ୍ୟରେ ଦେଶରେ ୧୫ରୁ ଅଧିକ ଥର ଏଭଳି ଗୁଳିକାଣ୍ଡ ଘଟିଛି। ଏସବୁ ଘଟଣାରେ ୧୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ସରକାର ଦେଶରେ ବନ୍ଧୁକ ସଂସ୍କୃତି ଉପରେ କଡ଼ା ଆଇନ ଆଣିବାକୁ ଉଦ୍ୟମ କରୁଛନ୍ତି। ମାତ୍ର ଗୁଳିକାଣ୍ଡ ଘଟଣାର ବୃଦ୍ଧି ନେଇ ସରକାରଙ୍କ ଚିନ୩୍‌ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri