ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି କାରଖାନା ଠାବ ହୋଇଛି। ଏନେଇ ସୂଚନା ଦେଇଛନ୍ତି ନୟାଗଡ଼ ଏସ୍ପି।
Dharitri – Odisha’s No.1 Odia Daily
ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି କାରଖାନା ଠାବ ହୋଇଛି। ଏନେଇ ସୂଚନା ଦେଇଛନ୍ତି ନୟାଗଡ଼ ଏସ୍ପି।
ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ତିରୁଭାନନ୍ତପୁରମ୍,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…