ନୟାଗଡ଼ରେ ବନ୍ଧୁକ ତିଆରି କାରଖାନା ଠାବ

ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି କାରଖାନା ଠାବ ହୋଇଛି। ଏନେଇ ସୂଚନା ଦେଇଛନ୍ତି ନୟାଗଡ଼ ଏସ୍‌ପି।

Dharitri – Odisha’s No.1 Odia Daily

 

Share