ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ନେଇ ସୂଚନା ରହିଛି । ସୋର ମେଡିକାଲ ପରିସର ଆହାର କେନ୍ଦ୍ରରେ ଗୁରୁବାର ବନ୍ଧୁକ ଛାଡ଼ି ଯୁବକ ଚମ୍ପଟ୍‌ ମାରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି ।

ଖବର ଅନୁସାରେ, ଆହାର କେନ୍ଦ୍ର ଖାଇବାକୁ ଆସିଥିବା ବେଳେ ଯୁବକ ଜଣକ ପାଖରେ ବନ୍ଧୁକ ଥିବା ସୁରକ୍ଷାକର୍ମୀ ଦେଖିଥିଲେ । ଏହାପରେ ସୁରକ୍ଷାକର୍ମୀ ଅଟକାଉଥିବା ବେଳେ ବନ୍ଧୁକ ତଳେ ପଡ଼ି ଯାଇଥିଲା । ଏହାପରେ ପାଚେରି ଡେଇଁ ଯୁବକ ଚମ୍ପଟ୍‌ ମାରିଥିଲେ । କାହିଁକି ବନ୍ଧୁକ ଧରି ଯୁବକଜଣକ ଆହାର କେନ୍ଦ୍ର ଆସିଥିଲେ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri