ରଥାଯାତ୍ରା ପୂର୍ବରୁ ହେବ ଗୁଣ୍ଡିଚା ମନ୍ଦିର ମରାମତି

ପୁରୀ ଅଫିସ୍‌,୨୪।୧(ଡି.ଏନ୍‌.ଏ.): ମହାପ୍ରଭୁଙ୍କ ଘୋଷଯାତ୍ରା ଜୁଲାଇରେ ହେବ । ୩ ଠାକୁର ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ଏହା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଓ ବାହାର ମରାମତି କରିବାକୁ ପ୍ରଶାସନ ପ୍ରସ୍ତୁତି ଚଳାଇଛି । ଏହି ସମୟରେ ଭକ୍ତଙ୍କ ସୁଲଭ ଦର୍ଶନ, ସେବାୟତଙ୍କ ସୁବିଧା ଆଉ ମନ୍ଦିର ଭିତର ଭିତ୍ତିଭୂମି କାର୍ଯ୍ୟ ଆରମ୍ଭ ହୋଇଛି।
ଏହି ସବୁ କାମ ପାଇଁ ୨୫ ହଜାର ବର୍ଗଫୁଟ ମୁଗୁନି ପଥର ବ୍ୟବହୃତ ହେବ । ଏହା ବ୍ୟତୀତ ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପ ଛାତର କଲମକ୍ୟାପିଟାଲ ବିମ୍‌ରେ ଫାଟ ଚିହ୍ନଟ ହୋଇଛି । ଯାହାର ମରାମତି କାର୍ଯ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri