ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣା: ୭ ପୋଲିସଙ୍କୁ ଦାୟୀ କରି…

ପୁରୀ,୮ା୧୧: ପୁରୀ ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ ହୋଇଛି। ଗତ ୨୯.୬.୨୫ ରଥଯାତ୍ରା ଦିନ ଦଳାଚକଟା ଘଟଣାରେ ୭ ପୋଲିସଙ୍କୁ ଦାୟୀ କରାଯାଇ ସୁପାରିସ କରାଯାଇଛି। ଉନ୍ନୟନ କମିଶନରଙ୍କ ତଦନ୍ତ ରିପୋର୍ଟ ଆଧାରରେ ଏପରି କାର୍ଯ୍ୟାନୁଷ୍ଠାନ ସୁପାରିସ ହୋଇଛି।

୭ ପୋଲିସ ଅଧିକାରୀ କାର୍ଯ୍ୟରେ ଅବହେଳା କରିଥିବା ରିପୋର୍ଟରେ ଉଲ୍ଲେଖ ରହିଥିବାବେଳେ ଏଥିରେ କମାଣ୍ଡାଣ୍ଟ ଅଜୟ କୁମାର ପାଢ଼ୀ, ଡିସିପି ବିଷ୍ଣୁପ୍ରସାଦ ପତି, କମାଣ୍ଡାଣ୍ଟ ତାପସ ଦାସ, କେକେ ନାୟକ, ଡିଏସ୍‌ପି ପ୍ରଶାନ୍ତ ସାହୁ, ସୁଶାନ୍ତ ସାହୁ, କମାଣ୍ଡାଣ୍ଟ ଶାରଦା ଦାଶଙ୍କ ନାଁ ରହିଛି। ଏନେଇ ଗୃହ ବିଭାଗର ଅତିରିକ୍ତ ସଚିବ ଡିଜି ଓ ଆଇଜି ପୋଲିସକୁ ଚିଠି ଲେଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…

ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ...

କେତୁଙ୍କ ଗତି ପରିବର୍ତ୍ତନ, ସମସ୍ୟା ଭୋଗିବେ ଏହି ରାଶି

ଜ୍ୟୋତିଷ ଶାସ୍ତ୍ରରେ କେତୁକୁ ଛାୟା ଗ୍ରହ କୁହାଯାଏ । ଏହାର ନକାରାତ୍ମକ ପ୍ରଭାବ ଯୋଗୁଁ ଜଣେ ବ୍ୟକ୍ତି ମାନସିକ ଚାପ ଏବଂ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି...

ଦୀର୍ଘ ୪୦ ବର୍ଷ ପରେ ଏକାଠି ହେଲେ ପୁରାତନ ଛାତ୍ର: ପଦ୍ମନାଭପୁର ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ବନ୍ଧୁମିଳନ ଉତ୍ସବ

ଦିଗପହଣ୍ଡି,୧୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟର ୧୯୮୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଙ୍କ...

ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି...

କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି।...

ଯୋଗେନ୍ଦ୍ରଙ୍କୁ ମିଳିଲା ଗୁରୁଦାୟିତ୍ୱ: ନବୀନଙ୍କୁ ଜଣାଇଲେ କୃତଜ୍ଞତା

ବଡ଼ଗାଁ, ୧୮।୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ବିଜେଡି ସଭାପତି ଭାବେ ଫୁଲବାରୀ ସରପଞ୍ଚ ତଥା ବଡ଼ଗାଁ ବ୍ଲକ ସରପଞ୍ଚ ସଂଘ ସଭାପତି ଯୋଗେନ୍ଦ୍ର...

ଦ୍ଵିତୀୟ ଦିନରେ ଦାରିଙ୍ଗବାଡି ପୋଲିସର ମଦ ଧରପଗଡ଼ ଅଭିଯାନ, ସାବଡ଼ ହେଉଛନ୍ତି ଚୋରା ମଦ ବ୍ୟବସାୟୀ

ଦାରିଙ୍ଗବାଡି,୧୮ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଦ୍ଵିତୀୟ ଦିନରେ ମଧ୍ୟ ଚୋରାମଦ ଧରପଗଡ଼ ଜୋରଦାର କରାଯାଇଛି । ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ...

ସୁରେଶ ଚୌଧୁରୀ ବ୍ଲକ କଂଗ୍ରେସ ସଭାପତି, ପିସିସି ସଭାପତିଙ୍କୁ ଧନ୍ୟବାଦ…

କର୍ଲାମୁଣ୍ଡା,୧୮/୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଗ୍ରେସ କମିଟି ସଭାପତି ଭାବେ ସୁରେଶ ଚୌଧୁରୀ ପୁନର୍ବାର ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri