Posted inଜାତୀୟ

ଅଜ୍ଞାତ ବନ୍ଧୁକଧାରୀ-ଆସାମ ରାଇଫଲ୍ସ କର୍ମଚାରୀଙ୍କ ମଧ୍ୟରେ ଗୁଳି ବିନିମୟ…

ଇମ୍ଫାଲ,୨୨।୬ : ଗୁରୁବାର ଭୋର ୫ଟାରେ ମଣିପୁରର ପଶ୍ଚିମ ଇମ୍ଫାଲର ଉତ୍ତର ବୋଲଜୁଙ୍ଗରେ ଅଜ୍ଞାତ ବନ୍ଧୁକଧାରୀ ଏବଂ ଆସାମ ରାଇଫଲ୍ସ କର୍ମଚାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣରେ ଅଛି ଏବଂ ବନ୍ଧୁକଧାରୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ ଚାଲିଛି।

ସୂଚନାନୁସାରେ, ବୁଧବାର ଅପରାହ୍ନ ପ୍ରାୟ ୫ଟା ୪୫ ସମୟରେ ଇମ୍ଫାଲ ପୂର୍ବ ଜିଲାର ଓ୍ବାଇକେପିଆଇର ଉତ୍ତରରେ ଥିବା ଉରଙ୍ଗପାଟ ନିକଟରେ ଗୁଳି ଶବ୍ଦ ମଧ୍ୟ ଶୁଣିବାକୁ ମିଳିଥିଲା। ସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି ସୁରକ୍ଷାକର୍ମୀଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ଖୁସି ଖବର: ଖୁବ ଶୀଘ୍ର ଖୋଲିବ ହର୍ମୁଜ; ଇରାନ-ଆମେରିକା ଶାନ୍ତି ଚୁକ୍ତିରେ ଲାଗିଲା ମୋହର? ରିପୋର୍ଟରେ ନୂଆ ଦାବି

ତେହରାନ,୧୩।୬: ଭାରତ ସମେତ ସମଗ୍ର ବିଶ୍ୱ ପାଇଁ ଏକ ଖୁସି ଖବର। ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଦ୍ୱାରା ଭାରତ ସମେତ ଅନେକ ଦେଶରେ ଅଶୋଧିତ ତୈଳ…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri