ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ତାଙ୍କ ପରିଚୟ ମିଳିପାରି ନାହିଁ ।