ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କରି ଜାଳିଦେଲେ!

ଯାଜପୁର ଅଫିସ,୨୦ା୭: ଯାଜପୁର ଜିଲା କଳିଙ୍ଗନଗର ଥାନା ସୁକିନ୍ଦା ବ୍ଲକ ପିଙ୍ଗଳ ପଞ୍ଚାୟତ ଅନ୍ତର୍ଗତ ନିମପଲ୍ଲୀ ଗ୍ରାମର ଏକ ଦମ୍ପତିଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।
ମିଳିଥିବା ସୂଚନା ଅନୁଯାୟୀ, ସେହି ଗ୍ରାମରେ ଗତ ୨ ସପ୍ତାହ ମଧ୍ୟରେ ୬/୭ ଜଣଙ୍କ ମୃ୍‌ତ୍ୟୁ ହୋଇଥିଲା। ଗୁଣିଗାରେଡ଼ିର ଶିକାର ହୋଇ ମୃତ୍ୟୁ ଘଟିଥିବା ଗ୍ରାମବାସୀ ସନ୍ଦେହ କରୁଥିଲେ। ଏଥିରେ ଦମ୍ପତିଙ୍କ ହାତଥିବା ସନ୍ଦେହ କରି ସେମାନଙ୍କୁ ହତ୍ୟାକରି ଘର ଜାଳି ଦେଇଥିବା ଜଣାପଡ଼ିଛି। ତେବେ କଳିଙ୍ଗନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି। ହତ୍ୟାକାଣ୍ଡର ସ୍ପଷ୍ଟ ଚିତ୍ର ଏଯାଏ ମିଳି ପାରିନାହିଁ। ସପ୍ତାହକ ମଧ୍ୟରେ ଦାନଗଦୀ ବ୍ଲକ ଓଳଲ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ମାତୃଭାଷା ସ୍ବର୍ଗଠାରୁ ମହାନ

ପୁରୀ ଅଫିସ, ୧୨ା୧: ଆଦିକବି ସାରଳା ଦାସ ସମ୍ମିଳନୀ ଅବସରରେ ଶ୍ରୀକ୍ଷେତ୍ରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟଠାରୁ ମାଉସୀମା ଛକ ପର୍ଯ୍ୟନ୍ତ...

ଜାମିନ ପାଇଁ ପୁଣି ହାଇକୋର୍ଟରେ ପୁଞ୍ଜିଲାଲ

କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ...

ଠିକାଦାରଙ୍କ ଘରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ରାଜିଙ୍କ ସମେତ ୩ ଗିରଫ, ବୋମା ଜବତ

ବ୍ରହ୍ମପୁର ଅଫିସ,୧୮ା୬-ବ୍ରହ୍ମପୁର ବଡ଼ବଜାର ପୋଲିସ ଜଣେ ଠିକାଦାରଙ୍କ ଘର ଉପରକୁ ବୋମା ମାଡ଼ କରିବା ଅଭିଯୋଗରେ ଦୁର୍ଦ୍ଦାନ୍ତ ରାଜି ଗୌଡ଼ଙ୍କ ସମେତ ୩ ଜଣଙ୍କୁ ରବିବାର...

ମାଲକାନଗିରି ସୀମାନ୍ତରେ ମାଓବାଦୀ ହିଂସା: ଯୁବକଙ୍କୁ ୩ ରାଉଣ୍ଡ ଗୁଳି

ମାଲକାନଗିରି,୨୩।୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି । ବିଚ୍ଛିନ୍ନାଞ୍ଚଳ ନିକଟ ଆନ୍ଧ୍ରପ୍ରଦେଶ ବିଶାଖା ଜିଲାର ଗୁଡ଼େମ ଥାନା ଅନ୍ତର୍ଗତ କୁମକୁମପୋଡ଼ି...

ଚାଷ ପାଇଁ ଭିତ୍ତିଭୂମି ନାହିଁ : ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧୮ା୯ : ଶିଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନ ଥିବାରୁ କେନ୍ଦ୍ରାପଡ଼ା ଜିଲାବାସୀ କୃଷିକୁ ଆଦରି ନେଇଛନ୍ତି। ଜିଲାର ୬୮ ପ୍ରତିଶତ ଅଞ୍ଚଳରେ...

୧୫ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୨୮୬ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରାଜନଗର,୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବିଭିନ୍ନ ପଞ୍ଚାୟତର ୧୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ୫ ଦିନରେ ୧୮୬ ଜଣଙ୍କର ସ୍ବାବ୍‌...

ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ

ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି...

ଉପାନ୍ତ ସହରର ଆକର୍ଷଣ ପ୍ରେମ ପାହାଡ଼

ରାୟଗଡ଼ା ଜିଲାର ୩୫ଟି ସ୍ଥାନକୁ ଚିହ୍ନଟ କରି ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଁ ଜିଲା ପ୍ରଶାସନ ପର୍ଯ୍ୟଟନ ବିଭାଗକୁ ଯେଉଁ ପ୍ରସ୍ତାବ ତାଲିକା ପଠାଇଛନ୍ତି ସେଥିରେ ପ୍ରେମ...

Play 250+ Trending Games
Archives

Model This Week

Why Dharitri