ଗୁଣିଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ବାନ୍ଧି ବାଡ଼େଇଲେ ଗ୍ରାମବାସୀ, ଭାଙ୍ଗିଦେଲେ ଦାନ୍ତ

ଗଞ୍ଜାମ,୧୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନ ଗଡ଼ହୁମାରେ ରବିବାର ଗୁଣିଗାରେଡ଼ି ସନ୍ଦେହରେ ଗ୍ରାମବାସୀ ଦୁଇଜଣଙ୍କୁ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗି ଦେବା ଘଟଣା ସହରରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।

ସୂଚନାନୁଯାୟୀ, ଶନିବାର ରାତିରେ ଦେବୀମନ୍ଦିରରେ ତାନ୍ତ୍ରିକ ପୂଜାପାଠ କରୁଥିବା ବେଳେ ଦୁଇଜଣଙ୍କୁ ଅଟକ ରଖିଥିଲେ ଗ୍ରାମବାସୀ। ଆଜି ସକାଳୁ ଖବର ପାଇ ପୋଲିସ ପହଞ୍ଚି ଦୁଇଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଛତ୍ରପୁର ମେଡିକାଲକୁ ନେଇଛି। ଉଦ୍ଧାର ହୋଇଥିବା ଦୁଇଜଣ ହେଲେ ସେହି ଗ୍ରାମର କିଶୋର ଦାସ ଓ ରଞ୍ଜୁ ଦାସ। ଗ୍ରାମରେ ଉତ୍ତେଜନା ଜାରି ରହିଥିବା ବେଳେ ପୋଲିସ ମୁତୟନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଲ୍‌କୋ ଶ୍ରମିକ କଂଗ୍ରେସ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ

ବଅଁରପାଳ, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ କାର୍ଯ୍ୟାଳୟରେ ଗୁରୁବାର ଆଡ଼ମ୍ବର ସହକାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସଭାପତି ରମେଶ ଚନ୍ଦ୍ର...

୭୫ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଳନ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, ୯।୩(ବ୍ୟୁରୋ): ସମୟ ସହ ତାଳ ଦେଇ ଯୁବଗୋଷ୍ଠୀ ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ପୂର୍ବପୁରୁଷଙ୍କ ବିଷୟରେ ଜାଣିବା ଆବଶ୍ୟକ। ଏହିସବୁ ଘଟଣାବଳୀକୁ ବହୁଳ ଭାବେ...

୬ରୁ ରବିଧାନ ସଂଗ୍ରହ: ବିକ୍ରି ପରିମାଣ ଅସ୍ପଷ୍ଟ

ବରଗଡ଼ ଅଫିସ୍‌,୮।୪: ବରଗଡ଼ ଜିଲାରେ ଆସନ୍ତା ମେ ୬ରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ଅଧୀନ ମଣ୍ଡି...

ସାନ୍ତ୍ରାଗାଛି-ପାରାଦୀପ ଏକ୍ସପ୍ରେସ ୩ ମାସ ବାତିଲ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ସାନ୍ତ୍ରାଗାଛି-ପାରାଦୀପ ସାପ୍ତାହିକ ଏକ୍ସପ୍ରେସ ୩ ମାସ ପର୍ଯ୍ୟନ୍ତ ଚଳାଚଳ କରିବ ନାହିଁ। ଆସନ୍ତା ବର୍ଷ ୬ ଜାନୁୟାରୀଠାରୁ...

ଓଭରବ୍ରିଜ୍‌ ତଳୁ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଖାରବେଳ ନଗର ଥାନା ପୋଲିସ ସତ୍ୟନଗର ଅଞ୍ଚଳରେ ଚଢାଉ କରି ଓଭରବ୍ରିଜ୍‌ ତଳୁ ୫.୧୫୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ...

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ: ପୀଡ଼ିତାଙ୍କୁ ଦେବେ ଆର୍ଥିକ ସହାୟତା

ବ୍ରହ୍ମପୁର ଅଫିସ,୨୨ା୯: ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ ପୋକ୍‌ସୋ କୋର୍ଟ ଜଜ୍‌ ଗଣେଶ୍ୱର ପତି ଗୁରୁବାର ଜନୈକା ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିବାରୁ...

ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌, ଯୁବକ ଗିରଫ

ବାଲିକୁଦା,୧୬ା୧୨(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ ତିତିରା ପଞ୍ଚାୟତର ଜଣେ ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏପରି କି...

ଡାଲି, ତୈଳବୀଜ ସଂଗ୍ରହ ୨୦% ବୃଦ୍ଧି

ଭୁବନେଶ୍ୱର,୧୧।୮(ବ୍ୟୁରୋ): ଚଳିତ ବର୍ଷ ଡାଲି ଜାତୀୟ ଓ ତୈଳବୀଜ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୮-୧୯ରେ ରାଜ୍ୟରେ ସମୁଦାୟ ୭୫୯୩.୨୮୦ ମେଟ୍ରିକ୍‌ ଟନ୍‌ ଡାଲି ଓ ତୈଳବୀଜ...

Advertisement
Archives

Model This Week