ନାଇଜେରିଆ ମସଜିଦରେ ଗୁଳିକାଣ୍ଡ,୧୨ ମୃତ

ମୈଦୁଗୁରି,୫ ।୧୨: ନାଇଜେରିଆରେ ଶନିବାର ରାତିରେ ବନ୍ଧୁକଧାରୀମାନେ ଏକ ମସଜିଦରେ ପ୍ରବେଶ କରି ସେଠାରେ ଥିବା ଇମାମଙ୍କ ସମେତ ୧୨ ଜଣଙ୍କୁ ହତ୍ୟା କରିଛନ୍ତି । ଏହାସହ କେତେଜଣଙ୍କୁ ଅପହରଣ ବି କରି ନେଇଛନ୍ତି । ଏହି ଘଟଣା ରାଷ୍ଟ୍ରପତି ମୁହମ୍ମଦୁ ବୁହାରୀଙ୍କ ପୈତୃକ ରାଜ୍ୟ କ୍ୟାଟସିନାରେ ହୋଇଛି । କୁହାଯାଉଛି କି ବନ୍ଧୁକଧାରୀମାନେ ମୋଟର ସାଇକେଲର ମ୍ୟାଗଜମି ମସଜିଦରେ ପହଞ୍ଚିଥିଲେ ଆଉ ସାଙ୍ଗେ ସାଙ୍ଗେ ଗୁଳି ଫୁଟାଇଥିଲେ । ଏହି ସମୟରେ କେତେଜଣ ନମାଜି ସେଠାରୁ ପଳାଇଯିବାକୁ ସକ୍ଷମ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri