ଚର୍ଚ୍ଚରେ ଗୁଳିମାଡ଼ କରି ଲୋକଙ୍କୁ ଅପହରଣ କଲେ ବନ୍ଧୁକଧାରୀ, ୭ ମୃତ…

ପୋର୍ଟ ଓ ପ୍ରିନ୍ସ,୨୭।୮ : ହାଇତିର ରାଜଧାନୀ ପୋର୍ଟ-ଓ-ପ୍ରିନ୍ସର ଉତ୍ତର ଉପକଣ୍ଠକୁ ନିୟନ୍ତ୍ରଣ କରୁଥିବା ଏକ ଗ୍ୟାଙ୍ଗ ଏକ ଚର୍ଚ୍ଚକୁ ଟାର୍ଗେଟ କରି ଆଖିବୁଜା ଗୁଳିମାଡ କରିଛନ୍ତି। ଏହି ସମୟରେ, ଚର୍ଚ୍ଚ ନେତାଙ୍କ ଦ୍ୱାରା ଆୟୋଜିତ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ଯେଉଁଥିରେ ବହୁ ସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ।

ସ୍ଥାନୀୟ ଅଧିକାର ଗୋଷ୍ଠୀ କାର୍ଡ ଅନୁଯାୟୀ ଶନିବାର ଏହି ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି ଗୁଳି ବିନିମୟରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ କାର୍ଡ ନିର୍ଦ୍ଦେଶକ ଜିଡେନ ଜାନ କହିଛନ୍ତି ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି। ଅନେକ ଲୋକ ଆହତ ହୋଇଛନ୍ତି ଏବଂ କିଛି ଲୋକଙ୍କୁ ମଧ୍ୟ ଅପହରଣ କରାଯାଇଛି।

ସୋସିଆଲ ମିଡିଆରେ ଭିଡିଓରେ ଦର୍ଶାଯାଇଛି ରାସ୍ତାରେ ଲୋକମାନେ ଗୁଳି ଚଳାଉଛନ୍ତି। ଏଥିସହିତ ଅନେକ ମୃତଦେହ ତଳେ ପଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

ଅଧିନାୟକ ପଦ ଛାଡି କ୍ରିକେଟରୁ ବିଦାୟ ଦେବେ ବେନ ଷ୍ଟୋକ୍ସ! ନାଇଟ କ୍ଲବ ଘଟଣା ପରେ କ୍ରିକେଟଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି

ନୂଆଦିଲ୍ଲୀ,୧୦।୬: କ୍ରିକେଟ ଇତିହାସର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ ବେନ ଷ୍ଟୋକ୍ସ ଖୁବ ଶୀଘ୍ର ତାଙ୍କର ଅବସର ଘୋଷଣା କରିପାରନ୍ତି। ରିପୋର୍ଟ ଅନୁସାରେ ଷ୍ଟୋକ୍ସ ଟେଷ୍ଟ ଅଧିନାୟକ…

ପ୍ରତିବର୍ଷ ଜଣ୍ଡିସ ବ୍ୟାପୁଛି: ନିୟମିତ ଯାଞ୍ଚ ହେଉନାହିଁ ପାଣି ପାଇପ ଲାଇନ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ରାଜ୍ୟର ସମସ୍ତ ଘରକୁ ସରକାର ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇଦେବା ଲକ୍ଷ୍ୟ ରଖିଛନ୍ତି। ଉକ୍ତ ଲକ୍ଷ୍ୟକୁ ରଖି ରାଜ୍ୟରେ ଅନେକ ବଡ ବଡ…

ନିଶାସେବନରେ ଝଡି ଯାଉଛି ଅମୂଲ୍ୟ ଜୀବନ, ମୁକ୍ତି ପାଇଁ ପଞ୍ଚାୟତ ପକ୍ଷରୁ…

ମହାକାଳପଡ଼ା,୧୦ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନିଶାପାନ କରି ଯୁବ ସମାଜ ପଥଭ୍ରଷ୍ଟ। ଏହାକୁ ଦୃଢ଼ ଭାବେ ବିରୋଧ ସହ ସମାଜ ପାଇଁ ସଚେତନତା ବାର୍ତ୍ତା ପ୍ରଦାନ ପାଇଁ ମଙ୍ଗଳବାର…

୩୫ ଚୌକା, ୯ ଛକା ସହ ୨୧୦ ରନର ଏକ ଇନିଂସ… ବୈଭବ ସୂର୍ଯ୍ୟବଂଶୀ ନୁହେଁ ଗର୍ଜିଲା ତାଙ୍କ ବନ୍ଧୁଙ୍କ ବ୍ୟାଟ

ନୂଆଦିଲ୍ଲୀ,୧୦।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଇପିଏଲ ୨୦୨୬ରେ ତାଙ୍କର ଚମତ୍କାର ବ୍ୟାଟିଂ ପ୍ରଦର୍ଶନ ଦ୍ୱାରା କେବଳ ଲୋକଲୋଚନକୁ ଆସି ନଥିଲେ ବରଂ ଭାରତୀୟ ଜାତୀୟ ଦଳରେ…

‘ସାର୍ବଜନୀନ ସେବା ହେଉଛି ସୁଶାସନର ମାପକାଠି’- ଦୀର୍ଘତମ କାର୍ଯ୍ୟକାଳ ପାଇଁ ରେକର୍ଡ ସ୍ଥାପନ କରିବା ପରେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧୦।୬: ବୁଧବାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡକୁ…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri