ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ଗୁଳି ଓ ବନ୍ଧୁକ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ବନ୍ଧୁକ ଓ ଗୁଳି। ଶୁକ୍ରବାର କମିଶନରେଟ ପୋଲିସ ଚଢାଉ କରି ୩ଟି ବନ୍ଧୁକ ଓ ୧୭୦ ରାଉଣ୍ଡ ଗୁଳି ଜବତ କରିଛି। ଏ ନେଇ ପୋଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଡିସେମ୍ବର ୧୦ରେ କମିଶନରେଟ ପୋଲିସ ଡି-ବ୍ରଦର୍ସଙ୍କ ସିଡିଏ ସ୍ଥିତ ଘରେ ଚଢାଉ କରିଥିଲା। ଚଢ଼ାଉବେଳେ ୮ଟି ଚୋରା ବନ୍ଧୁକ, ୧୦୫୫ ଗୁଳି ମୋବାଇଲ, ବନ୍ଧୁକ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିପାରେ ବିଦ୍ୟୁତ୍‌ ଶୁଳ୍କ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁଳ୍କ ବୃଦ୍ଧି ନେଇ ବିଦ୍ୟୁତ୍‌ ଉତ୍ପାଦନକାରୀ ସଂସ୍ଥା ଓଏଚ୍‌ପିସି, ଓପିଟିସିଏଲ୍‌, ଏସ୍‌ଏଲ୍‌ଡିସି, ଗ୍ରୀଡ୍‌କୋର ଶୁଣାଣି ବୁଧବାର ଓଡ଼ିଶା ବିଦ୍ୟୁତ୍‌...

ଘର ଆଗରେ ୩ ଦିନ ପଡ଼ିରହିଲା ମୃତଦେହ

ମହାକାଳପଡ଼ା,୧୫ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ଗଁାରେ ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ଗତ ୧୧ ତାରିଖ ରାତିରେ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା...

ସମ୍ପୂର୍ଣ୍ଣ ଋଣ ଛାଡ଼ ଦାବି କଲେ ମହିଳା ଗୋଷ୍ଠୀ

ବାରିପଦା ଅଫିସ, ୯ା୬- ନିଜର ବ୍ୟବସାୟକୁ ବୃଦ୍ଧି କରିବା ପାଇଁ ପୂର୍ବରୁ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚଜି)ର ମହିଳାମାନେ ବିଭିିନ୍ନ ଅର୍ଥ ଲଗାଣକାରୀ ସଂସ୍ଥାଠାରୁ ଟଙ୍କା...

ହତ୍ୟାକାରୀଙ୍କୁ ଫାଶୀ ଦିଅ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ନର୍ସ ନୀହାରିକା ପାତ୍ର ଗତ ୮ତାରିଖରେ ନିଖୋଜ ହୋଇଯାଇଥିଲେ। ଏହାର ୯ଦିନ ପରେ ବିରିଡ଼ି ଥାନା ବିଲୁଆଖାଇ ନଦୀପଠାରୁ ତାଙ୍କ ଗଳିତ ମୃତଦେହ ମିଳିଥିଲା।...

ବଦଳୁଛି ପାଗ : କମିବ ଶୀତ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟରେ ପୁଣି ପାଗ ବଦଳିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି ।...

ବିନା ଟେଣ୍ଡରରେ ଆସୁଛି ନଡ଼ିଆ ଚାରା

ଛତ୍ରପୁର,୨୧ା୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଉଦ୍ୟାନ ବିଭାଗ ସହକାରୀ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟକୁ ବିନା ଟେଣ୍ଡରରେ ଆନ୍ଧ୍ରପ୍ରଦେଶରୁ ଟ୍ରକ ମାଧ୍ୟମରେ ନଡିଆ ଚାରା ଅଣାଯାଉଥିବା ଅଭିଯୋଗ ହୋଇଛି,...

୨୬୦ ନିୟୁତ ବୟସ୍କଙ୍କ ସୁରକ୍ଷା ପାଇଁ ଟିକାକରଣ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୪।୬ (ବ୍ୟୁରୋ): ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏହାର ‘ଡିକେଡ୍‌ ଅଫ୍‌ ହେଲ୍‌ଦି ଏଜିଙ୍ଗ-ବେସ୍‌ଲାଇନ୍‌ ରିପୋର୍ଟ-୨୦୨୦’ରେ ବୟସ୍କଙ୍କ ଟିକାକରଣକୁ ସୁସ୍ଥ ବୃଦ୍ଧାବସ୍ଥା ପାଇଁ ଅନ୍ୟତମ...

ନଗଡ଼ାରେ ବାଲ୍ୟବିବାହ, ଜନସଂଖ୍ୟା ବଢୁଛି

ଯାଜପୁର ଅଫିସ,୯ା୫: ଆଉ ମାସକ ପରେ ଯାଜପୁର ଜିଲା ନଗଡ଼ାରେ ଶିଶୁ ମୃତ୍ୟୁ ଘଟଣାର ପର୍ଦ୍ଦାଫାସକୁ ୬ ବର୍ଷ ପୂରିବ। ଇତିମଧ୍ୟରେ ରାଜ୍ୟ ସରକାରଙ୍କ ତତ୍ପରତା...

Advertisement
Archives

Model This Week