Posted inଫୁରସତ

ଟ୍ରେନ୍‌ରେ ଗୁପ୍‌ଚୁପ୍‌ ମଜା ନେଉଛନ୍ତି ଯାତ୍ରୀ

ନୂଆଦିଲ୍ଲୀ: କେତେକ ଲୋକେ ଷ୍ଟ୍ରିଟ୍‌ ଫୁଡ୍‌କୁ ଅଧିକ ପସନ୍ଦ କରିଥାନ୍ତି। ରାସ୍ତାରେ ମିଳଉଥିବା ଗୁପ୍‌ଚୁପ୍‌ ଚାଟ୍‌ ଖାଇବାକୁ ଲୋକଙ୍କ ଅଧିକ ଗହଳି ଦେଖିବାକୁ ମିଳିଥାଏ। ସମସ୍ତ ଖାଦ୍ୟ ମଧ୍ୟରୁ ଲୋକେ ଅଧିକ ଗୁପ୍‌ଚୁପ୍‌କୁ ପସନ୍ଦ କରିଥାନ୍ତି। ଆମେ କୌଣସି ସ୍ଥାନକୁ ଯାତ୍ରା କରିବା ସମୟରେ ମଧ୍ୟ ଗୁପ୍‌ଚୁପ୍‌ ଖାଇବାକୁ ଇଚ୍ଛା କରୁଥାଉ। କିନ୍ତୁ ରେଳ କିମ୍ବା ବସ୍‌ ଯାତ୍ରା ସମୟରେ ତାହା ସମ୍ଭବ ହୋଇ ନ ଥାଏ। ହେଲେ ଜଣେ ବ୍ୟକ୍ତି ଲୋକଙ୍କ ଏହି ଇଚ୍ଛା ପୂରଣ କରିବାକୁ ରେଳରେ ତାଙ୍କ ଗୁପ୍‌ଚୁପ୍‌ ପସରା ଖୋଲିଥିବା ଦେଖିବାକୁ ମିଳିଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବ୍ୟକ୍ତି ଚଳନ୍ତା ଟ୍ରେନ୍‌ରେ ଗୁପ୍‌ଚୁପ୍‌ ବିକ୍ରି କରୁଥିବା ନଜରକୁ ଆସିଛି। ତାଙ୍କ ପାଖରେ ମଧ୍ୟ ଲୋକେ ଠୋଲା ଧରି ଗୁପ୍‌ଚୁପ୍‌ ଖାଇବାକୁ ରହିଛନ୍ତି। ତେବେ ଏହି ଭିଡିଓ କେଉଁଠାର ତାହା ଜଣାପଡ଼ିନାହିଁ। କିନ୍ତୁ ଲୋକେ ଏହାକୁ କୋଲକାତା ନ ହେଲେ ମୁମ୍ବାଇର ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri