ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଫେଷ୍ଟିଭ ସେଲ୍‌

ଭୁବନେଶ୍ୱର, ୨୨।୧୦: ରାଜ୍ୟର ପ୍ରମୁଖ ରିଟେଲ ଚେନ୍‌ ଷ୍ଟୋର ତଥା ଦୀର୍ଘ ୫୦ବର୍ଷ ଧରି ସମଗ୍ର ଓଡ଼ିଶାରେ ଇଲେଟ୍ରୋନିକ୍ସ ଏବଂ ଫର୍ନିଚର ବ୍ୟବସାୟରେ ଏକ ଅଗ୍ରଣୀ ନାମ ଭାବେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ପକ୍ଷରୁ ଆକର୍ଷଣୀୟ ଫେଷ୍ଟିଭ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସର୍ବଦା ଗ୍ରାହକମାନଙ୍କ ପାଇଁ ଚଳିତ ପୂଜାରେ ଅବସ୍ମିରଣୀୟ ଫେଷ୍ଟିଭ ସେଲ୍‌ର ଶୁଭାରମ୍ଭ ସହ ଗ୍ରାହକମାନେ ସେମାନଙ୍କର ପସନ୍ଦର ପ୍ରଡକ୍ଟ କଷ୍ଟ ଟୁ କଷ୍ଟ ପ୍ରାଇସ୍‌ରେ ପାଇବା ସହିତ ବିଭିନ୍ନ କମ୍ପାନୀ ଦ୍ୱାରା ଦିଆଯାଇଥିବା ଅଫର, ପ୍ରଡକ୍ଟ ସହ ଏକ ଆକର୍ଷଣୀୟ ଉପହାର ମଧ୍ୟ ପାଇପାରିବେ। ସେହିଭଳି ଗ୍ରାହକ ଯେକୌଣସି ୧୦,୦୦୦ ଟଙ୍କାରୂ ତଦୂର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ କ୍ରୟ ସହ ନିଶ୍ଚିତ ଆକର୍ଷଣୀୟ ଉପହାର ରହିଛି। ଏତଦ୍‌ ବ୍ୟତୀତ ବିନା ଡାଉନ୍‌ପେମେଣ୍ଟ ସହିତ ସହଜ ଫାଇନାନ୍ସ ଏବଂ ଗୋଟିଏ ଇଏମ୍‌ଆଇର ରିହାତି ଏବଂ ୧,୦୦,୦୦୦ ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ୍‌ ଅଫର ମଧ୍ୟ ରହିଛି। ଏପରିକି ବିଭିନ୍ନ ଫାଇନାନ୍ସ କମ୍ପାନୀ ଦ୍ୱାରା ଆକର୍ଷଣୀୟ କ୍ୟାଶବ୍ୟାକ୍‌ ଅଫର ମଧ୍ୟ ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି। ବିଶେଷକରି କମ୍ପାନୀ ସମସ୍ତ ଶୋ’ରୁମ୍‌ରେ ଦୀର୍ଘସ୍ଥାୟୀ ସାମଗ୍ରୀର ବିଶାଳ ପ୍ରଦର୍ଶନ ମଧ୍ୟ କରାଯାଇଛି। ଏହାଦ୍ୱାରା ଗ୍ରାହକ ନିଜ ବଜେଟର ପ୍ରଡକ୍ଟ ପସନ୍ଦ କରିବା ସହତି ପ୍ରାଇସ୍‌ ଏବଂ ଅଫର ଆଦି ସମ୍ପର୍କରେ ଭଲ ଭାବେ ଜାଣିପାରିବେ। ଏହା ସହ ଚଳିତ ପାବର୍ଣରେ ଫର୍ନିଚର ପ୍ରଡକ୍ଟ ଉପରେ ୬୦% ପର୍ଯ୍ୟନ୍ତ ରିହାତି ରହିଛି। ଏହାଦ୍ୱାରା ଗ୍ରାହକ ଆଗକୁ ଆସୁଥିବା ବିବାହ ଋତୁ ପାଇଁ ଏହି ଅଫରର ସୁବିଧା ଉଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?