୨୦୨୪ ନିର୍ବାଚନ ପାଇଁ ଗୁରୁମନ୍ତ୍ର

ଆରଡ଼ି,୧୪।୧ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ିର ଏକ କଲ୍ୟାଣ ମଣ୍ଡପରେ ଭାଜପା ଆଖଣ୍ଡଳମଣି ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି କିଶୋର ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ଭାଜପା ରାଜ୍ୟ ସଭାପତି ତଥା ମଣ୍ଡଳ ପ୍ରବାସ ଯୋଜନା ପ୍ରଭାରୀ ସମୀର ମହାନ୍ତି, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ, ଜିଲା ସଭାପତି ହେମନ୍ତ ପାଢ଼ୀ, ଲୋକ ସଭା ପ୍ରଭାରୀ ଚନ୍ଦ୍ରଶେଖର ନନ୍ଦ, ଲୋକ ସଭା ବିସ୍ତାରକ ଆର୍ତ୍ତତ୍ରାଣ ପୃଷ୍ଟି, ଭାଜପା ନେତା ଠାକୁର ରଞ୍ଜିତ ଦାସ, କମଳାକାନ୍ତ ସୁତାର, ଜଗବନ୍ଧୁ ଦାସ ପ୍ରମୁଖ ଯୋଗଦେଇ ସଶକ୍ତ ବୁଥ୍‌ ଓ ସକ୍ରିୟ ମଣ୍ଡଳ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିସହ ୨୦୨୪ ନିର୍ବାଚନରେ ଭଦ୍ରକ ଲୋକ ସଭା ଓ ଚାନ୍ଦବାଲି ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀଙ୍କୁ ଜିତାଇବା ଲାଗି ଉପସ୍ଥିତ ୬୧ଜଣ ସକ୍ରିୟ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ଭାଜପା ମଣ୍ଡଳ ସମ୍ପାଦକ ସ୍ବଦେଶ ପଣ୍ଡା, ମୀନକେତନ ବିଶ୍ୱାଳ, ସୁରେଶ ସାହୁ, ସଦାନନ୍ଦ ମଲିକ, ଶରତ ବେହୁରିଆ, ନରେଶ ସେଠୀ, ଚନ୍ଦ୍ରକାନ୍ତ ନାୟକ, ସୁରେଶ ମହାଳିକ, ଅକ୍ଷୟ ବିଶ୍ବାଳ, ସନ୍ଦିପ ନାୟକ ପ୍ରମୁଖ ଭାଜପା ସଙ୍ଗଠନକୁ ସୁଦୃଢ଼ କରିବାକୁ କର୍ମୀମାନଙ୍କୁ ଆହ୍ବାନ ଦେଇଥିଲେ। ଜୀବନାନନ୍ଦ ପାଢୀ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମ୍ପ୍ୟୁଟର ସେଣ୍ଟରରେ ଲାଗିଲା ନିଆଁ : ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ରାୟଗଡା ଅଫିସ,୨୮।୩: ରାୟଗଡ଼ା ଜିଲା ଏଚ୍‌ପି ଗ୍ୟାସ ଅଫିସ ପୁରୁଣା ହାତୀ ପଥର ରୋଡ଼ ଲାଇନରେ ଥିବା ଏକ କମ୍ପ୍ୟୁଟର ସେଣ୍ଟରରେ ଶନିବାର ବିଳମ୍ବିିତ ରାତିରେ...

ପୋତାଗଡ଼ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ତହସିଲଦାର

ଗଞ୍ଜାମ,୯।୩(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ସୌନ୍ଦର୍ଯ୍ୟକରଣ ଓ ପୁନରୁଦ୍ଧାର କାର୍ଯ୍ୟ ଜୋରଦାରରେ ଚାଲିଛି l ମଙ୍ଗଳବାର ତହସିଲଦାର ଅରୁଣ କୁମାର ନାୟକ ପୋତାଗଡ଼ ଗ୍ରସ୍ତ...

ଖେଳ ଅଭ୍ୟାସ କଲେ ଭାରତ ହକି ଦଳ

ରାଉରକେଲା ଅଫିସ,୩୧।୧୨: ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଭାରତ ଦଳ ଶୁକ୍ରବାର ସକାଳ ଓ ସନ୍ଧ୍ୟାରେ ଅଭ୍ୟାସ କରିବା ପାଇଁ ପଡିଆକୁ ଓହ୍ଲାଇଥିଲେ। ସକାଳ ସାଢେ...

ବାଣଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ

ଜୟପୁର,୨୮ା୧୦(ନି.ପ୍ର.): ଜୟପୁରରେ ବାଣଫୁଟାକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ରବିବାର ଦୀପାବଳୀ ରାତିରେ ବାଣଫୁଟା ଚାଲିଥିବା ବେଳେ ବିଜୁ ନଗର ଓ ଖ୍ରୀଷ୍ଟିଆନ...

କରୋନା ମୁକାବିଲା: ୩.୪୯ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ, ୨୨୧ଜଣଙ୍କ କୋଭିଡ୍‌ ଟେଷ୍ଟିଙ୍ଗ ରିପୋର୍ଟକୁ ଅପେକ୍ଷା

ଛତ୍ରପୁର, ୨୫/୪(ଡିଏନଏ )- ଗଞ୍ଜାମ ଜ଼ିଲାରେ ଶୁକ୍ରବାର ସୁଦ୍ଧା ୧୦୭୪ ଜଣଙ୍କ ସ୍ବାବ ପରୀକ୍ଷା କରାଯାଇଛି। ଏଥିରୁ ୮୫୩ ଜଣଙ୍କ ରିପୋର୍ଟ ଆସିଥିବାବେଳେ କେହି ପଜିଟିଭ୍‌...

ଶାହାଙ୍କ ଶ୍ରୀମନ୍ଦିର ଗସ୍ତବେଳେ ସୁରକ୍ଷା ଢିଲା: ବାଇଶି ପାହାଚରେ ଫଟୋ ଉଠାଇ ଧରାପଡ଼ିଲେ ଯୁବକ

ପୁରୀ ଅଫିସ, ୧।୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଶ୍ରୀମନ୍ଦିର ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଛି ପ୍ରଶ୍ନ। ଜଣେ ଯୁବକ ବାଇଶି...

ଅଭିଭାବକ, ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଜାରି: ଫିକା ପଡିଲା ସରସ୍ବତୀ ପୂଜା

ଜଳେଶ୍ୱର, ୩୧।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟିରେ ଟାଉନ୍‌ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ ଡିଇଓ ନିଲମ୍ବନ ଓ ବଦଳି କରିବା ନେଇ ୨ ଦିନ ଧରି ଛାତ୍ରୀଛାତ୍ର, ଅଭିଭାବକ...

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍‌, ଚାଲିଗଲା ଜୀବନ

ନିଶ୍ଚିନ୍ତକୋଇଲି,୨୨ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅନ୍ତର୍ଗତ ବନ୍ଧକାଟିଆ ପଞ୍ଚାୟତ ଫତେପୁର ଗ୍ରାମର ବିଷ୍ଣୁଚରଣ ସିଂ ୪୭ ବର୍ଷ ସାଇକେଲ ଯୋଗେ ଆସୁଥିବା...

Advertisement
Archives

Model This Week