Advertisement
Posted inଜାତୀୟ

ହ୍ବାଟ୍ସଆପରେ ଅଶ୍ଳୀଳ ମେସେଜ କରି ଗିରଫ ହେଲେ ସାର୍‌

ନୂଆଦିଲ୍ଲୀ,୧୯।୧୨-ଛାତ୍ରୀଙ୍କୁ ଅସଦାଚରଣ ଓ ହ୍ବାଟ୍ସଆପରେ ଅଶ୍ଳୀଳ ମେସେଜ ପଠାଇବା ଅଭିଯୋଗରେ ଗିରଫ ହୋଇଛନ୍ତି ପ୍ରସିଦ୍ଧ ମୃଦଙ୍ଗ ବାଦକ ରବିଶଙ୍କର ଉପାଧ୍ୟାୟ। ଏ ନେଇ ଛାତ୍ରୀ ଜଣକ ଚାନକ୍ୟାପୁରୀ ପୋଲିସ ଷ୍ଟେସନରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା। ଟ୍ରେନିଂ ସମୟରେ ରବିଶଙ୍କର ତାଙ୍କୁ ଅସଦାଚରଣ କରିଥିଲେ। ଏଥିସହିତ ହ୍ବାଟ୍ସଆପରେ ବାରମ୍ବାର ଅଶ୍ଳୀଳ ମେସେଜ ପଠାଇ ହଇରାଣ କରୁଥିଲେ ବୋଲି ଛାତ୍ରୀ ଜଣକ ଅଭିଯୋଗପତ୍ରରେ ଦର୍ଶାଇଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ରବିଶଙ୍କରଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁ, ନଣନ୍ଦଙ୍କ ନାଁରେ ପ୍ରତାରଣା ଅଭିଯୋଗ ଆଣିଲେ ଐଶ୍ୱର୍ଯ୍ୟା ରାୟ

ପାଟନା,୨୯।୯: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବୋହୂ ଐଶ୍ୱର୍ଯ୍ୟା ଶାଶୁ ରାବ୍ରିି ଦେବୀ ଏବଂ ନଣନ୍ଦ ମୀସା ଭାରତୀଙ୍କ ନାଁରେ ପ୍ରତାରଣା ଅଭିଯୋଗ ଆଣିଛନ୍ତି।...

ଭାଜପା ନେତାଙ୍କ ବୟାନ୍‌, ଖୁବଶୀଘ୍ର ଭାଜପାରେ ଯୋଗଦେବେ ଧୋନୀ

ନୂଆଦିଲ୍ଲୀ, ୧୨।୭: ଆଇସିସ ବିଶ୍ୱକପରେ ଭାରତ ବିଶ୍ୱକପରୁ ବିଦାୟ ନେବାପରେ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହି...

ଯୋଗୀ ସରକାରଙ୍କ ବଜେଟ: ଜଳ ଜୀବନ ମିଶନ ପାଇଁ ୩୦୦୦ କୋଟି

ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ୨୦୨୦ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବଜେଟ ଉପସ୍ଥାପନ କରାଯାଇଛି। ମୋଟ ୫,୧୨, ୮୬୦ କୋଟି...

ଲକ୍‌ଡାଉନ ୩.୦: ଖୁବ୍‌ଶୀଘ୍ର ଆରମ୍ଭ ହେବ ସର୍ବସାଧାରଣ ପରିବହନ; ନୀତୀନ

ନୂଆଦିଲ୍ଲୀ,୬।୫: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ମାର୍ଚ୍ଚ ୧୭ଯାଏଁ ଏହି ଲକ୍‌ଡାଉନର ଅବଧିକୁ ବୃଦ୍ଧି କରାଯାଇଛି। ତୃତୀୟ ପର୍ଯ୍ୟାୟ...

ମୋ ବିରୋଧରେ ଲେଖୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଗଲେ ଖାଲି ହୋଇଯିବ ନ୍ୟୁଜ ଚ୍ୟାନେଲ: ରାହୁଲ

ନୂଆଦିଲ୍ଲୀ,୧୧।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ସୋସିଆଲ ମିଡିଆ ପୋଷ୍ଟ ହେବା ପରେ ଖବରଦାତାଙ୍କୁ ଗିରଫ କରାଯାଇଥିଲା। ଏବେ ଏହି ଖବର ଚର୍ଚ୍ଚାରେ...

ଛାତ ଉପରେ ୪୦ ପ୍ରକାର ଆମ୍ବ କିସମ ଚାଷ କରି କୃଷି ବିଭାଗର ଦୃଷ୍ଟି ଆକର୍ଷଣ କଲେ ଜୋସେଫ୍‌

କୋଚି,୧୯।୫: ନିଜ ଛାତ ଉପରେ ୪୦ ପ୍ରକାରର ଆମ୍ବ ଗଛ ଲଗାଇ ଏବେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି କୋଚି ବାସିନ୍ଦା ଜୋସେଫ୍‌। ୨ଶହ...

ଘୋଡ଼ା ଚଢ଼ି ବିବାହ ମଣ୍ଡପରେ ପହଞ୍ଚିଲେ କନିଆ

ଭୋପାଳ,୧୬।୫: ଦେଶରେ ନାରୀ ନିର୍ଯାତନା ବଢ଼ିବାରେ ଲାଗିଛି। ତେବେ ମହିଳାମାନଙ୍କୁ ସଶକ୍ତ ହେବାର ବାର୍ତ୍ତା ଦେଇଛନ୍ତି ଜଣେ କନିଆ। ସେ ଘୋଡ଼ା ଚଢ଼ି ବିବାହ ମଣ୍ଡପରେ...

ମୁମ୍ବାଇରେ ପାଟଣା ଏସ୍‌ପିଙ୍କୁ କ୍ୱାରାଣ୍ଟାଇନ: ସଞ୍ଜୟ କହିଲେ ପାଗଳ ହୋଇଯାଇଛି ବିଏମ୍‌ସି

ମୁମ୍ବାଇ,୩।୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ଏବେ ଏହି ଘଟଣାକୁ ନେଇ ବିହାର ପୋଲିସ ଏବଂ ମୁମ୍ବାଇ ପୋଲିସ...

Advertisement
Archives

Model This Week