ଆଶ୍ଳେଷା ନକ୍ଷତ୍ରରେ ପ୍ରବେଶ କଲେ ଦେବଗୁରୁ ବୃହସ୍ପତି: ଏହି ୪ ରାଶିଙ୍କ ଭାଗ୍ୟ ହେବ ଉଜ୍ଜ୍ୱଳ, ହେବେ ମାଲାମାଲ

ଗୁରୁ ଗ୍ରହ ବୁଧଙ୍କ ନକ୍ଷତ୍ରରେ ରହିବା ଯୋଗୁ କ୍ୟାରିୟର, ଚାକିରି, ବ୍ୟବସାୟ ଏବଂ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିପାରେ। ଜ୍ୟୋତିଷ ଅନୁସାରେ ଗୁରୁ ଗ୍ରହଙ୍କୁ ଜ୍ଞାନ ଏବଂ ଧନ-ଧାନ୍ୟର କାରକ ବୋଲି ମନେ କରାଯାଏ। ସେହିପରି ବୁଧ ଗ୍ରହଙ୍କୁ ବୁଦ୍ଧି ଏବଂ ବ୍ୟବସାୟର କାରକ ବୋଲି କୁହାଯାଏ।

ଗୁରୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନ ମିଥୁନ, କର୍କଟ, ଧନୁ ଏବଂ ମୀନ ରାଶି ପାଇଁ ଶୁଭ ରହିପାରେ। ଏହି ରାଶିର ଲୋକଙ୍କ ଅଟକି ରହିଥିବା କାମ ପୂରା ହୋଇପାରେ। ଆର୍ଥିକ ଦୃଷ୍ଟିରୁ ମଧ୍ୟ ସ୍ଥିତିରେ ସୁଧାର ଦେଖିବାକୁ ମିଳିପାରେ। ଆସନ୍ତୁ, ଏହି ରାଶିଗୁଡ଼ିକ ବିଷୟରେ ବିସ୍ତାରରେ ଜାଣିବା…

ମିଥୁନ: ବୁଧଙ୍କ ନକ୍ଷତ୍ର ଆଶ୍ଳେଷାରେ ଗୁରୁ ଗ୍ରହଙ୍କ ରହିବା ମିଥୁନ ରାଶି ପାଇଁ ଶୁଭ ହୋଇପାରେ। ଏହି ରାଶିର ଲୋକଙ୍କୁ କ୍ୟାରିୟର ଓ ବ୍ୟବସାୟରେ ଲାଭ ମିଳିପାରେ। ଆୟ ବୃଦ୍ଧି ହେବା ସହ କୌଣସି ବଡ଼ ଡିଲ ହେବା ଯୋଗୁଁ ଧନ-ସମ୍ପତ୍ତି କ୍ଷେତ୍ରରେ ମଧ୍ୟ ଲାଭ ମିଳିପାରେ।

କର୍କଟ: ଗୁରୁ ଗ୍ରହ ବର୍ତ୍ତମାନ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଏପରି ସ୍ଥିତିରେ କର୍କଟ ରାଶି ପାଇଁ ସମୟ ଭଲ ରହିପାରେ। ଗୁରୁଙ୍କ କର୍କଟ ରାଶିରେ ରହିବା ଯୋଗୁ କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିପାରେ। କର୍କଟ ରାଶିର ଲୋକଙ୍କ ସୁଖ-ସୁବିଧା ବୃଦ୍ଧି ପାଇପାରେ।

ଧନୁ: ଧନୁ ରାଶିର ଲୋକଙ୍କୁ ସଫଳତାର ନୂଆ ସୁଯୋଗ ମିଳିପାରେ। କ୍ୟାରିୟରରେ ଉନ୍ନତି କରିପାରନ୍ତି। ଯୋଜନା ପ୍ରସ୍ତୁତ କରି କାମ କରିବା ଶୁଭ ରହିବ। ଚାକିରି କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ। ବ୍ୟବସାୟରେ ବିସ୍ତାର କରିବାର ସୁଯୋଗ ମଧ୍ୟ ମିଳିପାରେ।

ମୀନ: ମୀନ ରାଶିର ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ଲାଭ ମିଳିପାରେ। କାମରେ ଆସୁଥିବା ବାଧା ଦୂର ହୋଇପାରେ। ବ୍ୟବସାୟରେ ବିସ୍ତାର କରିବାର ସୁଯୋଗ ମିଳିପାରେ। ପରିବାରରେ ମଧ୍ୟ ସୁଖଦ ପରିବେଶ ରହିପାରେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା ନଦୀରୁ ଆର୍ମି ଡ୍ରେସ ପିନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ

ଗଞ୍ଜାମ,୧୯।୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷୁକୂଲ୍ୟା ନଦୀରେ ବୁଧବାର ସକାଳେ ଜଣେ…

ଓଲା, ଉବର-ରାପିଡୋ ଭଳି ଆପ୍‌ ଆଧାରିତ ଯାତ୍ରୀ ସେବା ପାଇଁ ନୂଆ ନିୟମ: ସେପ୍ଟେମ୍ବର ୧ରୁ ହେବ ଲାଗୁ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୯।୮: ଓଲା-ଉବର, ରାପିଡୋ ସମେତ ଆପ୍‌ ଆଧାରିତ ଯାତ୍ରୀ ସେବା ଦେଉଥିବା ଗାଡ଼ିଗୁଡ଼ିକ ଉପରେ ଏବେ ପରିବହନ ବିଭାଗର ନିୟମ କଡ଼ା ହେବାକୁ ଯାଉଛି। ଆପ୍‌…

ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ: ସମଗ୍ର ଜିଲାରେ ଶୋକର ଛାୟା

ଭବାନୀପାଟଣା, ୧୯।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଛି।…

ସ୍ଥାୟୀ ନୂଆ ଡିଜିପି କିଏ ହେବେ: ଧରୁଛି ଜାତୀୟସ୍ତର ରଙ୍ଗ

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ):ଓଡ଼ିଶାର ସ୍ଥାୟୀ ନୂଆ ଡିଜିପି କିଏ ହେବେ ତାହା କିଛିଦିନ ହେବ ସୁପ୍ରିମକୋର୍ଟଙ୍କ ଚୂଡ଼ାନ୍ତ ରାୟ ଉପରେ ନିର୍ଭରକରୁଛି। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟରେ ଏ ବିଷୟରେ…

ହୋଟେଲ ଉଦଘାଟନର କିଛି ସମୟ ପୂର୍ବରୁ ଚାଲିଗଲା ବ୍ୟବସାୟୀଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଭଞ୍ଜନଗର ବାଗଦେବୀ ରୋଡରେ ରହୁଥିବା ବିଶ୍ୱଜିତ୍‌ ପାତ୍ର (୨୫) ବୁଧବାର ସକାଳେ ବିଦ୍ୟୁତ ବୋର୍ଡରେ ପ୍ଲଗ ଲଗାଉଥିବା ସମୟରେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି।…

ସୁପ୍ରିମକୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଏତେ ଅପରାଧିକ ମାମଲା

ଭୁବନେଶ୍ୱର, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

କିରାଣୀଙ୍କ ପରଲୋକ: ବ୍ଲକଗ୍ରାଣ୍ଡ ସୁବିଧା ପାଇଁ ୨୦ ବର୍ଷ ଦୌଡ଼ି ଦୌଡ଼ି ଶେଷରେ…

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର କିରାଣୀ ସ୍ବରାଜ୍ୟ କୁମାର ରାଉଳ (୫୫) ବୁଧବାର ପ୍ରତ୍ୟୁଷରେ ପରଲୋକ ଗମନ କରିଛନ୍ତି। ସେ ବିଗତ…

ସୁପ୍ରିମକୋର୍ଟରେ ବଡ଼ ଖୁଲାସା: ୧୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପରାଧିକ ମାମଲା; ତାଲିକାରେ ଓଡ଼ିଶା, ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସମେତ…

ନୂଆଦିଲ୍ଲୀ, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri