Posted inଜାତୀୟ

ଭୁଶୁଡିଲା ଆପାର୍ଟମେଣ୍ଟ ଛାତ

ଗୁରୁଗ୍ରାମ,୧୦।୨: ଗୁରୁଗ୍ରାମରେ ଏକ ଅଘଟଣ ଘଟିଛି। ଏଠାରେ ନିର୍ମାଣାଧୀନ ଆପାର୍ଟମେଣ୍ଟ ଛାତ ଭୁଶୁଡ଼ିବା କାରଣରୁ ଦୁଇ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏଥିସହିତ, ଅନେକ ତଳେ ଫସିଯିବାର ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଛନ୍ତି। ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଚାଲିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଦଃଖ ପ୍ରକାଶ କରିଛନ୍ତି।
ଗୁରୁଗ୍ରାମର ଦ୍ୱାରକା ଏକ୍ସପ୍ରେସୱେରେ ଅବସ୍ଥିତ ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟରେ ଏହି ଦୁର୍ଘଟଣା ଘଟିଛି। ଅନେକ ଲୋକ ମଧ୍ୟ ଏହି ଆପାର୍ଟମେଣ୍ଟରେ ରହୁଛନ୍ତି। ଏକ ଆପାର୍ଟମେଣ୍ଟ କୋଠାର ଷଷ୍ଠ ମହଲାରେ ନିର୍ମାଣ କାର୍ଯ୍ୟ ଚାଲିଥିଲା। ଛାତ ନିର୍ମାଣ ସମୟରେ ଲେନ୍ସର ଏକ ଅଂଶ ଖସିଯିବା କାରଣରୁ ଶ୍ରମିକମାନେ ଫସିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଲଢେଇରେ ଜିତିଲେ ୮ ଦିନର ଶିଶୁ

ଗାଜିଆବାଦ,୨୯।୪:କଥାରେ ଅଛି ଯିଏ ଜିତେ, ସେ ସିକନ୍ଦର। ଏହି ଉକ୍ତିର ପ୍ରମାଣ କରି ଦେଖାଇଛନ୍ତି ଜଣେ ଆଠ ଦିନର ନିରୀହ ଶିଶୁ। କରୋନା ମହାମାରୀ ସହ...

ମହାରାଷ୍ଟ୍ରରେ ସର୍ବାଧିକ କରୋନା ବର୍ଜ୍ୟ

ନୂଆଦିଲ୍ଲୀ,୧୧।୧: ଦେଶର ଗତ ୭ ମାସ ମଧ୍ୟରେ ୩୨ ହଜାର ୯୯୪ ଟନ୍‌ କରୋନା ବର୍ଜ୍ୟ ଜମା ହୋଇଛି। ସେଥିମଧ୍ୟରେ ପିପିଇ କିଟ୍‌, ମାସ୍କ୍‌, ଜୋତା...

ଟିକା ନେଲେ ଡାକ୍ତର, ରାଗିଲେ ପତ୍ନୀ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୮ ।୧: ରାଜଧାନୀ ଦିଲ୍ଲୀର ଜଣେ ବରିଷ୍ଠ ତଥା ନାଁକରା ଡାକ୍ତର ଏକେଲା କରୋନା ଟିକା ନେଇଯିବା ପରେ ତାଙ୍କ ପତ୍ନୀ ଫୋନ୍‌ରେ ହିଁ ତାଙ୍କୁ...

ମସଜିଦ କମ୍ପ୍ଲେକ୍ସରେ ଶିବଲିଙ୍ଗ ଥିବା ଦାବି

ବାରାଣସୀ,୧୬।୫: ବାରାଣସୀର ଜ୍ଞାନବାପି ମସଜିଦ କମ୍ପ୍ଲେକ୍ସ ସର୍ବେକ୍ଷଣ ସମୟରେ ପ୍ରାୟ ୧୨ ଫୁଟ ୮ ଇଞ୍ଚ ଉଚ୍ଚତା ବିଶିଷ୍ଟ ଶିବଲିଙ୍ଗ ମିଳି ଥିବା ହିନ୍ଦୁ ପକ୍ଷ...

କଙ୍ଗନାଙ୍କୁ ଧନ୍ୟବାଦ ଦେଲେ ଆଶା ଦେବୀ

ନୂଆଦିଲ୍ଲୀ,୨୩।୧: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କୁ ନିର୍ଭୟାଙ୍କ ମା’ ଆଶା ଦେବୀ ଧନ୍ୟବାଦ ଜଣାଇଛନ୍ତି। ଆହୁରି ମଧ୍ୟ ସେ କଙ୍ଗନାଙ୍କୁ ସମର୍ଥନ କରନ୍ତି ବୋଲି କହିଛନ୍ତି।...

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୧୪।୮-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ । ଏ ନେଇ ଶୁକ୍ରବାର ସେ ଟୁଇଟ କରି ସୂଚନା...

ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ଆଡ଼ଭାଇଜରୀ ଜାରି

ନୂଆଦିଲ୍ଲୀ,୧୯।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ସ୍ଥାନୀୟ...

ସିଂହଭୂମ ପୃଥିବୀର ପ୍ରଥମ ବେଳାଭୂମି

ସିଂହଭୂମ, ୨୩ା୧୧: ପୃଥିବୀର ସର୍ବପୁରାତନ ଇତିହାସ ମଧ୍ୟରୁ ସବୁଠୁ ଅଧିକ ରହସ୍ୟ ଓ ରୋମାଞ୍ଚକର କଥା ହେଉଛି କିପରି ଏବଂ କେବେ ପୃଥିବୀ ପ୍ରଥମ ଥର...

Advertisement
Archives

Model This Week