ବିଶ୍ୱକପ ପରାଜୟ ଭୁଲିବା ପାଇଁ କର୍ମଚାରୀଙ୍କୁ ଛୁଟି ଦେଲା କମ୍ପାନୀ

ଚଣ୍ଡିଗଡ,୨୧।୧୧:ବିଶ୍ୱକପ ଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆ ଠାରୁ ଶୋଚନୀୟ ଭାବେ ପରାଜିତ ହୋଇଥିଲା। ରୋହିତ ବାହିନୀଙ୍କ ଏହି ପରାଜୟ ୧୪୦କୋଟି ଭାରତୀୟଙ୍କ ହୃଦୟ ଭାଙ୍ଗି ଦେଇଥିଲା। ଗତ ଦୁଇଦିନ ଧରି ସାରା ଦେଶ କୋହ ସମ୍ଭାଳି ପାରୁ ନ ଥିବାବେଳେ ଗୁରୁଗ୍ରାମ ସ୍ଥିତ ଏକ କମ୍ପାନୀ ସୋମବାର ଅଫିସ ଛୁଟି ରଖିଥିଲା। ଅଫିସ ଛୁଟି ଘୋଷଣା କରି କହିଥିଲା, ଭାରତର ପରାଜୟ ଯୋଗୁ କର୍ମଚାରୀଙ୍କୁ ଝଟକା ଲାଗିଛି। ତେଣୁ ସେଥିରୁ ଓହରିବା ପାଇଁ ଆମେ ଗୋଟିଏ ଦିନ ଛୁଟି ଘୋଷଣା କରୁଛୁ। ପରଦିନ କର୍ମଚାରୀ ଉତ୍ସାହର ସହ କର୍ମକ୍ଷେତ୍ରରେ ଯୋଗ ଦେବେ ବୋଲି ଆମର ବିଶ୍ୱାସ ରହିଛି।

Gurugram Company Offers Leave For 'Healing' After India's World Cup Defeat  | Viral News, Times Now

ହରିୟାଣା ଗୁରୁଗ୍ରାମର ମାର୍କେଟିଂ ମୋଭସ ଏଜେନ୍ସି କମ୍ପାନୀ ଏହିପରି ଘୋଷଣା କରିଛି। ସେହି କମ୍ପାନୀର କର୍ମଚାରୀଦୀକ୍ଷା ଗୁପ୍ତା ଲିଙ୍କଡିନରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ତେବେ ଏହି ପୋଷ୍ଟଟି ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?