Posted inଜାତୀୟ

ଆଜି ଭାରତ ଆସିବେ ଗୁଟେରସ୍‌

ନୂଆଦିଲ୍ଳୀ,୧୮।୧୦: ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ଭାରତ ଆସିବେ। ଦ୍ୱିତୀୟଥର ପାଇଁ ଜାତିସଂଘର ମହାସଚିବ ଦାୟିତ୍ୱ ଗ୍ରହଣ କରିବା ପରେ ଗୁଟେରସ୍‌ଙ୍କ ଏହା ପ୍ରଥମ ଭାରତ ଗସ୍ତ। ୨୬/୧୧ ମୁମ୍ବାଇ ଆକ୍ରମଣରେ ପ୍ରାଣ ହରାଇଥିବା ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସକାଶେ ସେ ଭାରତ ଆସୁଛନ୍ତି। ଆଇଆଇଟି ମୁମ୍ବାଇରେ ଆୟୋଜିତ କାର୍ଯ୍ୟକ୍ରମରେ ଗୁଟେରସ୍‌ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ୨୦ତାରିଖରେ ଗୁଜରାଟରେ ମିଶନ୍‌ ଲାଇଫ୍‌ (ଲାଇଫ୍‌ଷ୍ଟାଇଲ୍‌ ଫର୍‌ ଏନ୍‌ଭାରନ୍‌ମେଣ୍ଟ)ର ବୁକ୍‌ଲେଟ୍‌, ଲୋଗୋ ଏବଂ ଟାଗ୍‌ଲାଇନ୍‌ ଉନ୍ମୋଚନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସେ ସାମିଲ ହେବେ। ୨୦୧୮ ଅକ୍ଟୋବର ୧ରେ ଗୁଟେରସ୍‌ ୪ ଦିନିଆ ଭାରତ ଗସ୍ତରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri