Posted inଜାତୀୟ

ଆଜି ଭାରତ ଆସିବେ ଗୁଟେରସ୍‌

ନୂଆଦିଲ୍ଳୀ,୧୮।୧୦: ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ଭାରତ ଆସିବେ। ଦ୍ୱିତୀୟଥର ପାଇଁ ଜାତିସଂଘର ମହାସଚିବ ଦାୟିତ୍ୱ ଗ୍ରହଣ କରିବା ପରେ ଗୁଟେରସ୍‌ଙ୍କ ଏହା ପ୍ରଥମ ଭାରତ ଗସ୍ତ। ୨୬/୧୧ ମୁମ୍ବାଇ ଆକ୍ରମଣରେ ପ୍ରାଣ ହରାଇଥିବା ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସକାଶେ ସେ ଭାରତ ଆସୁଛନ୍ତି। ଆଇଆଇଟି ମୁମ୍ବାଇରେ ଆୟୋଜିତ କାର୍ଯ୍ୟକ୍ରମରେ ଗୁଟେରସ୍‌ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ୨୦ତାରିଖରେ ଗୁଜରାଟରେ ମିଶନ୍‌ ଲାଇଫ୍‌ (ଲାଇଫ୍‌ଷ୍ଟାଇଲ୍‌ ଫର୍‌ ଏନ୍‌ଭାରନ୍‌ମେଣ୍ଟ)ର ବୁକ୍‌ଲେଟ୍‌, ଲୋଗୋ ଏବଂ ଟାଗ୍‌ଲାଇନ୍‌ ଉନ୍ମୋଚନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସେ ସାମିଲ ହେବେ। ୨୦୧୮ ଅକ୍ଟୋବର ୧ରେ ଗୁଟେରସ୍‌ ୪ ଦିନିଆ ଭାରତ ଗସ୍ତରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ଶୁଣାଣି ପୂର୍ବରୁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ଅଯୋଧ୍ୟା ପ୍ରଶାସନ ପକ୍ଷରୁ ଗୁରୁବାର ସହରରେ ହାଇ ଆଲର୍ଟ ଜାରି କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ...

ସୀମାରେ ଖଣି ମାଫିଆ ଭୟ: ଖୋଳା ଯାଉଛି ସୁଡ଼ଙ୍ଗ

ଯୋଧପୁର, ୧୫।୯: ସୀମାରେ ଭାରତ ପାଇଁ ଚାଇନା ପାକିସ୍ତାନର ବିପଦ ରହିଛି। ତେବେ ଏହାଠାରୁ ଅଧିକ ବପଦ ସୃଷ୍ଟି କରୁଛନ୍ତି ଖଣି ମାଫିଆମାନେ। ରାଜସ୍ଥାନର ଭାରତ...

ଏନ୍‌ଜିଟିର ନଦୀ ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ, ୨୩।୧୧(ପି.ଟି.): ଦେଶର ନଦୀ, ହ୍ରଦ ଓ ଜଳାଶୟଗୁଡ଼ିକର ସୁରକ୍ଷା ଲାଗି ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏଗୁଡ଼ିକର ସୁରକ୍ଷା ଲାଗି ନୋଡାଲ ଏଜେନ୍ସି...

ଗାନ୍ଧୀଙ୍କ ମୂର୍ତ୍ତି ସମ୍ମୁଖରେ ଭୋ ଭୋ କାନ୍ଦିଲେ ସମାଜବାଦୀ ପାର୍ଟି ନେତା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୩।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ସମାଜବାଦୀ ପାର୍ଟି ନେତା ଫିରୋଜ ଖାଁ ଭୋ ଭୋ ହୋଇ କାନ୍ଦିଛନ୍ତି। ଭାଜପା ଦେଶରେ ନାଟକ କରୁଛି ବୋଲି...

ଏସିରେ କରୋନା ବ୍ୟାପିବାର ନାହିଁ ଆଶଙ୍କା: ସେଣ୍ଟ୍ରାଲ୍‌ ଏସିକୁ ସାବଧାନ !

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏବେ ଖରା ଦିନ ବି...

ଦିଲ୍ଲୀରେ ପହଞ୍ଚିଲେ ମାଇକ୍‌ ପୋମ୍ପିଓ-ମାର୍କ ଏସ୍ପର

ନୂଆଦିଲ୍ଲୀ, ୨୬।୧୦: ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଭାରତ ଗସ୍ତରେ ଆସି ସୋମବାର ଅପରାହ୍ନରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ ସହିତ ପ୍ରତିରକ୍ଷା ମନ୍ତ୍ରୀ ମାର୍କ ଏସ୍ପର ମଧ୍ୟ...

ବାଜପେୟୀଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ମହାନ ରାଜନେତା ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ଶୁକ୍ରବାର ଜନ୍ମବାର୍ଷିକୀ ପାଳନ କରାଯାଉଛି। ୩ ଥର ଦେଶର ପ୍ରଧାନମନ୍ତ୍ରୀ...

ସୋସିଆଲ ମିଡିଆ ପାଇଁ ବଞ୍ଚିଗଲେ ଯୁବକ

ନୂଆଦିଲ୍ଲୀ,୨୧।୧୦: ଫେସବୁକ୍‌ରେ ଲାଇଭ୍‌ ଷ୍ଟ୍ରିମିଂ କରି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣେ ୪୩ ବର୍ଷୀୟ ଯୁବକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୋସିଆଲ ମିଡିଆ ପକ୍ଷରୁ ଇ-ମେଲ...

Advertisement
Archives

Model This Week