ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ ଆଦି ପାଞ୍ଚ ଟଙ୍କାରେ ବିକ୍ରି ହେଉଥିଲା ବର୍ତମାନ ଗୋଟେ ରାଧା ଖଇନି ଓ ସଫଳ ୭/୮ ଟଙ୍କାରେ ବିକ୍ରି ହେଉଛି । ତେବେ ଲୋକେ ମଧ୍ୟ ଚଢ଼ା ଦରରେ କିଣି ସେବନ କରୁଛନ୍ତି । କେବଳ ସହରର ଜଣେ ବ୍ୟବସାୟୀଙ୍କ ଠାରେ ଏହି ଗୁଟଖା ତମାଖୁ ମିଳୁ ଥିବାରୁ ମନଇଛା ଦରରେ ବିକ୍ରି କରୁଥିବା ନେଇ ଅଭିଯୋଗ ହୋଇଛି ।

ଉକ୍ତ ବ୍ୟବସାୟୀ ଜଣକ କାଳେ ହୋଲସେଲ ଡିଲର ତେଣୁ ସେ ଏଭଳି ଦୋକାନୀମାନଙ୍କୁ ନାଲି ଆଖି ଦେଖାଉ ଥିବା ଜଣେ ଚା ପାନ ଦୋକାନୀ ନିଜ ନାମକୁ ଗୋପନ ରଖି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଅନ୍ୟାନ୍ୟ ରାଜ୍ୟରୁ ଆସୁଥିବା ଟ୍ରକ ଡ୍ରାଇଭର ଲକ୍ଷ ଲକ୍ଷ ଟଙ୍କାର ଗୁଟଖା ଏଠାରୁ ନେଉଥିବା ମଧ୍ୟ ସେ କହିଛନ୍ତି । ଅନ୍ୟପଟେ ଗୁଟଖା ତମାଖୁ ଧଡ଼ପଗଡ଼ ଧର୍ମକୁ ଆଖି ଠାର ବୋଲି ସହରରେ ଆଲୋଚନା ହେଉଛି । ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳ ବାସୀ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏବେ ବିଶ୍ୱଯୁଦ୍ଧ ଥୟ! ଆମେରିକା ପରେ ଇରାନକୁ ଧମକ ଦେଲେ ୬ ଦେଶ, ଆଗକୁ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ମଧ୍ୟରେ, ସାଉଦି ଆରବ, କତାର, କୁୱେତ, ସଂଯୁକ୍ତ ଆରବ ଏମିରେଟ୍ସ, ବାହାରିନ ଏବଂ ଜୋର୍ଡାନ ମିଳିତ ଭାବରେ ଇରାନ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri