ଲକ୍‌ଡାଉନ୍‌: ଟ୍ରକ୍‌ରେ ଚାଲାଣ ହେଉଥିଲା ଗୁଟ୍‌ଖା, ଅଟକ ରଖି ଯାଞ୍ଚ କରୁଛି ପୋଲିସ

କେନ୍ଦୁଝର,୬।୫(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଲକ୍‌ଡାଉନ୍‌ ସମୟରେ ଯାଉଥିବା ଏକ ଗୁଟ୍‌ଖା ବୋଝେଇ ଟ୍ରକକୁ ଏସ୍‌ଆଇ ବିଶ୍ୱଜିତ୍‌ ବେହେରାଙ୍କ ନେତୃତ୍ୱରେ ଅଟକ ରଖି ଯାଞ୍ଚ କରାଯାଉଛି। ନକଲି, ଏକ୍ସପାଏରି ଗୁଟ୍‌ଖା ବେଆଇନ ଚାଲାଣ ହେଉଥିବା ସନ୍ଦେହ କରାଯାଉଥିବା ବେଳେ ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ ସୂଚନା ଦେଇଛି। ଅଧିକ ତଦନ୍ତ ପାଇଁ ପୋଲିସ ଡ୍ରଗ୍ସ ବିଭାଗକୁ ଜବତ ସାମଗ୍ରୀ ହସ୍ତାନ୍ତର କରିଛି। ଏନେଇ ଡ୍ରଗ୍ସ ଇନ୍ସପେକ୍ଟର ସଞ୍ଜୟ ହାଁସଦା କହିଛନ୍ତି, ପୋଲିସ ଟ୍ରକ ସହିତ ଗୁଟ୍‌ଖା ଟ୍ରକ ଅଟକ ରଖିଛି। ଏହାର ଜିଏସ୍‌ଟି ଜମା ହୋଇଛି କି ନାହିଁ, କେଉଁଠୁ ଆସିଲା କୁଆଡ଼େ ଯାଉଥିଲା ସବୁ ତଥ୍ୟ ଯାଞ୍ଚ ପରେ ଜଣାପଡ଼ିବ।

ସୂଚନାଯୋଗ୍ୟ, କେନ୍ଦୁଝର ଜିଲାକୁ ବହୁ ପରିମାଣରେ ଗୁଟ୍‌ଖା ଚୋରା, ନକଲି ଗୁଟ୍‌ଖା କାରବାର ହେଉଥିବା, ଜିଲା ଦେଇ ବାହାର ରାଜ୍ୟକୁ ଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଆସୁଛି। ଖଣି ଖାଦାନ ଅଞ୍ଚଳରେ ଗୁଟ୍‌ଖା କାରବାର ଅଧିକ ଥିବାରୁ ଚୋରା ବେପାରୀଙ୍କୁ ଏହା ସୁହାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri