Posted inଫୁରସତ

ଗୁପ୍‌ ଚୁପ୍‌ ପାଣିରେ ମିଶାଉଥିଲେ ପରିସ୍ରା

ସୋସିଆଲ ମିଡିଆରେ ପ୍ରତ୍ୟେକ ଦିନ କିଛି ନା କିଛି ଭାଇରାଲ ହେଉଛି। ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଥିବା ଏକ ଭିଡିଓରେ ଦେଖିବାକୁ ମିଳୁଛି ଜଣେ ଗୁପ୍‌ ଚୁପ୍‌ ବିକାଳି ଖଟା ପାଣିରେ ପରିସ୍ରା ମିଶାଉଛନ୍ତି। ଭିଡିଓଟି ଆସାମର ରାଜଧାନୀ ଗୁଆହାଟିର ଆଥଗାଁଓ ଅଞ୍ଚଳର ବୋଲି ଜଣାପଡ଼ିଛି।

ମାମୁନ ଖାନ ନାମକ ଜଣେ ୟୁଜର ଏହି ଭିଡିଓକୁ ଟୁଇଟ୍‌ କରିଛନ୍ତି। ୨୦ ସେକେଣ୍ଡର ଭିଡିଓରେ ଗୁପ୍‌ ଚୁପ୍‌ ସହ ଦିଆଯାଉଥିବା ଖଟା ପାଣିରେ ପରିସ୍ରା ମିଶାଉଥିବା ଦେଖିବାକୁ ମିଳୁଛି। ୟୁଜରଙ୍କ ଟୁଇଟ୍‌ ଅନୁଯାୟୀ, ଉକ୍ତ ଭିଡିଓ ଭାଇରାଲ ହେବା ପରେ ଭେଣ୍ଡରଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

୧୦୯ ବର୍ଷ ପରେ ଏହି କାମ କରିବାକୁ ଯାଉଛି ଆମେରିକା: ବିଶ୍ୱରେ ପଡ଼ିଲା ଚହଳ

ଓ୍ବାଶିଂଟନ୍‌,୮।୬:ବିଶ୍ୱର ସର୍ବଶ୍ରେଷ୍ଠ ଶକ୍ତି ଭାବରେ ବିବେଚିତ ଯୁକ୍ତରାଷ୍ଟ୍ର ପୁଣି ଥରେ ଅନ୍ୟ ଏକ ରାଷ୍ଟ୍ରରୁ ଅଞ୍ଚଳ କିଣିବା ବିଷୟରେ ଚିନ୍ତା କରୁଛି। ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଡୋନାଲ୍ଡ…

ଦିଲ୍ଲୀରେ ଗର୍ଜିଲେ ମମତା: ଇଣ୍ଡିଆ ମେଣ୍ଟ ବୈଠକରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୮।୬: ବିରୋଧୀ ମେଣ୍ଟ ଇଣ୍ଡିଆ ବ୍ଲକରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଅର୍ଥନୈତିକ, ସାମାଜିକ ଏବଂ ବୈଦେଶିକ ନୀତି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ…

ଦାରିଙ୍ଗବାଡ଼ିରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ, ୩ ଜଣଙ୍କୁ ଧରି…

ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ନାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଲେ ଡିସିପି, କହିଲେ…

କଟକ,୮।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ଘଟଣାରେ କଟକ ଡିସିପି ଖିଲାରୀ ରିଷିକେଶ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଡିସିପି କହିଛନ୍ତି, ଚନ୍ଦ୍ରିକା ବ୍ରିଜ ନିକଟକୁ…

Indian Embassy Advisory: ମିଶାଇଲ ମାଡ଼ ପରେ ଇରାନରେ ଥିବା ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି

ତେହରାନ/ନୂଆଦିଲ୍ଲୀ,୮।୬: ଇରାନରେ ଥିବା ଭାରତୀୟ ଦୂତାବାସ ଭାରତୀୟ ନାଗରିକଙ୍କ ପାଇଁ ଏହାର ଯାତ୍ରା ପରାମର୍ଶକୁ ପୁନର୍ବାର ଦୋହରାଇଛି। ଦୂତାବାସ କହିଛି ଯେ, ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି,…

ଗଣ୍ଠି ଯନ୍ତ୍ରଣା ପାଇଁ ରୋବୋଟିକ୍‌ ସର୍ଜରି

ସାଧାରଣତଃ ଗଣ୍ଠି ଯନ୍ତ୍ରଣାକୁ ଅଧିକାଂଶ ବାର୍ଦ୍ଧକ୍ୟର ଏକ ଅପରିହାର୍ଯ୍ୟ ଅଂଶ ବୋଲି ଗ୍ରହଣ କରିଥା’ନ୍ତି। ହେଲେ ବାସ୍ତବରେ ବିଭିନ୍ନ କାରଣରୁ ବର୍ତ୍ତମାନ କେବଳ ବୟସ୍କ ନୁହନ୍ତି ଅନ୍ୟମାନଙ୍କଠାରେ…

କଳିଯୁଗର ସାବିତ୍ରୀ: ବ୍ରେନ୍ ଷ୍ଟ୍ରୋକ୍ ସ୍ୱାମୀଙ୍କୁ ପିଠିରେ ବୋହି ମେଡିକାଲ୍ ଆଣିଲେ ପତ୍ନୀ, ଭାଇରାଲ୍ ହେଉଛି କରୁଣ ଚିତ୍ର

ମୁମ୍ବାଇ,୮ା୬: ମହାରାଷ୍ଟ୍ରର ଆକୋଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ୱାମୀଙ୍କୁ ପିଠିରେ ବୋହି ଡାକ୍ତରଖାନା ନେଇଥିଲେ । ସ୍ୱାମୀଙ୍କୁ ବ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri